Browsing Tag

kalahandi news

ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ତୃତୀୟ ଦିନରେ ପଲମ ଦଳ ବିଜୟୀ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମପଞ୍ଚାୟତର କବିଚନ୍ଦ୍ରପୁରଠାରେ ଚାଲିଥିବା ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନରେ ଉଫେର ଦଳ ସେମିଫାଇନାଲକୁ ପ୍ରବେଶ କରିଛି । ୩ ଗୋଟି ମ୍ୟାଚ୍‌ ହୋଇ ଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ନୂଆଗାଁ ପଂଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର ପାଇଁ ଦାବୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବାସୀ ପଞ୍ଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର କରାଯିବା ପାଇଁ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୋଗ ମୁତାବକ ମଣ୍ଡଳ ପଞ୍ଚାୟତରୁ
Read More...

ମୋହନଗିରି ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରି ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ସୁରେନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଦିଲଜିତ ସିଂ,
Read More...

ଇଚ୍ଛାପୁରରେ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ ମେଳା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଇଚ୍ଛାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ସମଗ୍ର ଶିକ୍ଷା ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଏକ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ବ୍ଲକ ଅନ୍ତର୍ଗତ ୬୫ଟି
Read More...

ସାଲେପାଲି ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସାଲେପାଲି ଗ୍ରାମପଞ୍ଚାୟତ ପରିସରରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ ସରପଞ୍ଚ କୁମାରୀ ରଚନା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ସୁଦାମ ମେମୋରିଆଲ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ରେଙ୍ଗାଲି ଦଳ ସେମିଫାଇନାଲକୁ ପ୍ରବେଶ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମପଞ୍ଚାୟତର କବିଚନ୍ଦ୍ରପୁରଠାରେ ଆଜି ବୁଧବାର ୧୬ ଗୋଟି ଦଳକୁ ନେଇ ଆରମ୍ଭ ହୋଇଛି ସୁଦାମ ମେମୋରିଆଲ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୩ଟି ମ୍ୟାଚ୍‌ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ଭବାନୀପାଟଣାଠାରେ ସାମୁହିକ ଔଷଧ ସେବନର ଦ୍ୱିତୀୟ ଜିଲ୍ଲା ସମନ୍ୱୟ କମିଟି ବୈଠକ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ନର୍ଲା ବ୍ଲକ ଓ ଜୁନାଗଡ ଏନ୍‌ଏସି ପାଇଁ ଆଗାମୀ ଫେବୃୟାରୀ ୧୦ରୁ ଫେବୃଆରୀ ୧୯ ତାରିଖ ମଧ୍ୟରେ ହେବାକୁ ଥିବା ସାମୁହିକ ଔଷଧ ସେବନ ପାଇଁ ପ୍ରସ୍ତୁତି ବୈଠକ
Read More...

ଭବାନୀପାଟଣାରେ ଜନ ସୂଚନା ଅଧିକାର ନିୟମ ସମ୍ପର୍କିତ କର୍ମଶାଳା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପାଇଁ ନିୟୋଜିତ ପ୍ରଥମ ଅପିଲ କର୍ତ୍ତୃପକ୍ଷ ଓ ଜନ ସୂଚନା ଅଧିକାରୀମାନଙ୍କ ପାଇଁ ଏକ ଜନ ସୂଚନା ଅଧିକାର ନିୟମ ସମ୍ପର୍କିତ ତାଲିମ ପ୍ରଦାନ
Read More...

ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଅଲାତରା ପଞ୍ଚସଖା ହାଇସ୍କୁଲ ଖେଳ ପଡିଆରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ସରପଞ୍ଚ ସଶ୍ମିତା ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ
Read More...

କାର୍‌ ଧକ୍କାରେ ଯୁବକ ମୃତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର-କୁଟ୍ରୁ ଛକ ରାସ୍ତାର ବଡକୁଟ୍ରୁ ହୋମିଓପାଥି ଚିକିତ୍ସାଳୟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ କଲମପୁର ବ୍ଲକ ସାନକୁଟ୍ରୁ ଗ୍ରାମର ବଳିଷ୍ଠ କୁମାର (୪୫) ନାମକ
Read More...