Browsing Tag

kalahandi news

ଥୁଆମୂଳ ରାମପୁର ସରକାରୀ ଡିଗ୍ରୀ କଲେଜ ଶିକ୍ଷାମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସରକାର ରାଜ୍ୟର ୧୮ଟି ବ୍ଲକରେ ନୂତନ ସରକାରୀ +୩(ଡିଗ୍ରୀ )କଲେଜ ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ନୂତନ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ଭର୍ଚୁଆଲ ମୋଡରେ ୧୪ଟି ମହାବିଦ୍ୟାଳୟର…
Read More...

ଆଦିବାସୀଙ୍କ ଅଧିକାର ଓ ସୁରକ୍ଷା ପାଇଁ ଏକତା ହିଁ ବଳ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି ମୋହନଗିରୀ ହାଟପଦା ଠାରେ ବିଶ୍ଵ ଆଦିବାସୀ ଦିବସ ପାଳନ ହେଇଯାଇଛି, ମୋହନଗିରି, ମାଣିକେରା, ସିଙ୍ଗପୁର, ଦେଢ଼ଶୁଲି ଓ ଲୁବେନଗଡ ଏଭଳି ପାଞ୍ଚଟି ପଞ୍ଚାୟତର ଶତାଧିକ ଆଦିବାସୀ ନିଜସ୍ଵ ପାରମ୍ପରିକ ଅସ୍ତ୍ର ଶସ୍ତ୍ର ଓ ବଦ୍ୟରେ ବିଶ୍ଵ ଆଦିବାସୀ ଦିବସ…
Read More...

ଦ୍ୱିତୀୟ ଥର ପାଇଁ ଏନ୍‌ଏସି ଅନସ୍ଥା ଭୋଟ ସ୍ଥଗିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ସ୍ଥଗିତ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଏନ୍‌ଏସିରେ ଆଜି ଦ୍ୱିତୀୟ ଥର ପାଇଁ ଅନସ୍ଥା ଭୋଟ ସ୍ଥଗିତ ହୋଇଛି । ସୂଚନାଯୋଗ୍ୟ ଯେ, ଗତ ୧ ତାରିଖ ଦିନ ଅନସ୍ଥା ଭୋଟ ଥିଲା । କିନ୍ତୁ ଅତିରିକ୍ତ ଜିଲ୍ଲାପାଳଙ୍କ ଦେହ…
Read More...

୨ ବାଇକ୍ ମୁହାଁ ମୁହିଁ ଧକ୍କା : ଜଣେ ବାଇକ୍ ଆରୋହୀ ମୃତ, ଜଣେ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଗିଗନା ପଂଚାୟତର ଫଟାଖମନ ବୁଲାଣି ଠାରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି । ଅନ୍ୟ ବାଇକ୍ ଆରୋହୀ ଗୁରୁତର ହୋଇଥିବା ବେଳେ…
Read More...

ଉଲିସିର୍କା ଠାରେ ଧରା ପଡିଲେ ୨ ଲୁଟେରା : ଜଣେ ଫେରାର୍‌

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବୁଧବାର ସନ୍ଧ୍ୟାରେ ନର୍ଲା ଥାନା ଅନ୍ତର୍ଗତ ଉଲିଶିର୍କା ଗ୍ରାମ ନିକଟରେ ସାଗରା ମେନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ଼ର ଏଜେଣ୍ଟ ଗ୍ରୁପ୍ କଲେକ୍ସନ୍‌ କରି ଫେରୁଥିବା ସମୟରେ ୩ ଜଣ ଦୁର୍ବୃତ୍ତ ଏକ ନମ୍ବର ବିହୀନ ବାଇକ୍‌ରେ ଆସି ଅତର୍କିତ ଭାବେ ଆକ୍ରମଣ…
Read More...

ରାଜପୁର ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପୋଲିସ : ୫ ଅଭିଯୁକ୍ତ କୋର୍ଟ ଚାଲାଣ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ରାଜପୁର ଗ୍ରାମରେ ଗତ ୩୧ ତାରିଖ ବିଳମ୍ବିତ ରାତ୍ରିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ହୋଇଥିଲା । ସେ ସମ୍ପର୍କରେ ଜୁନାଗଡ଼ରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ ଡକାୟତି ଘଟଣାର ପର୍ଦ୍ଦାଫାଶ…
Read More...

କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟରେ ସରକାର ପରିବର୍ତ୍ତନ ହୋଇଛି ସତ । କିନ୍ତୁ ଏବେବି ଯାଇନି ଜନନୀ ଯନ୍ତ୍ରଣା । ପୁଣି ଜନନୀ ଯନ୍ତ୍ରଣା ଦେଖଚବାକୁ ମିଳିଛି । ଗ୍ରାମାଞ୍ଚଳର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କରୁଛନ୍ତି ମାଳ ମାଳ ଯୋଜନା । ହେଲେ ସେ ସବୁ ଯୋଜନା…
Read More...

ଜିଲ୍ଲାସ୍ତରୀୟ ହାକାଥନ୍‌ ୨୦୨୩-୨୪ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସଂଘର୍ଷ ହିଁ ଜୀବନର ମୂଳମନ୍ତ୍ର । ଯିଏ ନିଜକୁ ଯେତେ ପରିମାର୍ଜିତ କରିବ, ସିଏ ଜୀବନରେ ସେତେ ସଫଳତାର ଶୀର୍ଷକୁ ଛୁଇଁପାରିବ । ଏଥିପାଇଁ କଠିନ ପରିଶ୍ରମ ଓ ଡିଜିଟାଲି ଆମକୁ ଅଧିକ ସକ୍ଷମ ହେବାକୁ ପଡ଼ିବ ବୋଲି ଅତିଥିମାନେ ଜିଲ୍ଲାସ୍ତରୀୟ ହାକାଥନ୍‌…
Read More...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା ) : ଭାଲୁ ଆକ୍ରମଣରେ ଯୁବକ ଗୁରୁତର, ଜୟପାଟଣା ଫରେଷ୍ଟ ସେକ୍ସନ ଅଧୀନରେ ଥିବା ଉଛୁଳା ପଞ୍ଚାୟତ ପାଣ୍ଡରିପଖାନ ଗ୍ରାମର ଜଣେ ଯୁବକ ଲକ୍ଷ୍ମଣ ନାଏକ ଆଜି ପାହାନ୍ତାରୁ ଶୌଚ ପାଇଁ ଗାଁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ପାଖ ଜଙ୍ଗଲରୁ ଖାଦ୍ୟ ଅନ୍ୱେଷଣରେ ଗାଁ…
Read More...

ବ୍ଲକ ଅଧ୍ୟକ୍ଷ ପଦ ଫେରି ଫାଇଲେ ବିନ୍ଦୁ ମହାନନ୍ଦ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଦୀର୍ଘ ୧୧ ମାସ ପରେ ପୁଣିଥରେ ଅଧ୍ୟକ୍ଷ ପଦ ଫେରି ପାଇଛନ୍ତି ବିନ୍ଦୁ ମହାନନ୍ଦ । ଫସଲବୀମା ହେରାଫେରି, ପୁଲିସ କେସ ଓ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚଲାଣ…
Read More...