Browsing Tag

kalahandi news

କଳାହାଣ୍ଡି ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆୟୋଜିତ

କଳାହାଣ୍ଡି, (ପି.କେ. ସାହୁ) : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ସମଗ୍ର ଶିକ୍ଷା, କଳାହାଣ୍ଡି ପକ୍ଷରୁ ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସ୍ଥାନୀୟ ବ୍ରଜମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ଉଦ୍‌ଘାଟନୀ ସମାରୋହରେ ଜିଲ୍ଲା
Read More...

ବିକାଶ ଆବାସିକ ବିଦ୍ୟାଳୟରେ ଦୁଃସାହାସିକ କ୍ୟାମ୍ପ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଦ୍ଵିଦିବସୀୟ ଏଡ୍‌ଭେନ୍‌ଞ୍ଚର୍ସ କ୍ୟାମ୍ପ" ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ତଥା ପ୍ରେସିଡେଣ୍ଟ ଅଫ୍‌ ଲିଗାଲ୍‌ ଫ୍ରଣ୍ଟ ହରଜିନ୍ଦର ସିଂ' ମୁଖ୍ୟ ଅତିଥି ରୂପେ ଯୋଗଦେଇ ଏହି ଶିବିରରକୁ ଶୁଭ
Read More...

ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣୀ ସଭାରେ ଗୋଷ୍ଠୀ ଶିକ୍ଷା
Read More...

ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଶିକ୍ଷକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ଶୁଶାନ୍ତ ଚୋପଦାର ରାଜ୍ୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଆଜି ମୁଖ୍ୟମନ୍ତ୍ରୀଙ୍କଠାରୁ ସମ୍ମାନିତ ହୋଇଛନ୍ତି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଶିକ୍ଷା
Read More...

ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସ୍ଥାନାନ୍ତର ପାଇଁ ୧୨ ଘଣ୍ଟିଆ କେସିଙ୍ଗା ବନ୍ଦ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କେସିଙ୍ଗା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ମନମୁଖୀ ଶାସନ ପ୍ରତିବାଦରେ ଆଜି କେସିଙ୍ଗା ବିକାଶ ମଞ୍ଚ ପକ୍ଷରୁ ବାର ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଲୋକଙ୍କ ଅଭିଯୋଗ ଶୁଣିବା ପରିବର୍ତ୍ତେ କେସିଙ୍ଗା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ
Read More...

ଆମ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା : ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନାଚକ୍ର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସାନଚେର ଗାଆଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ୱରେ
Read More...

ଧାନ କ୍ରୟରେ ଅନିୟମିତତାର ସିବିଆଇ ତଦନ୍ତ ଦାବିରେ କଳାହାଣ୍ଡି କୃଷକ ମୋର୍ଚ୍ଚା ପକ୍ଷରୁ ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ଧାନ କ୍ରୟରେ ହେଉଥିବା ଅନିୟମିତତାର ସିବିଆଇ ତଦନ୍ତ ନିମନ୍ତେ କଳାହାଣ୍ଡି ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ।
Read More...

ମୀନଗୁର ଗ୍ରାମ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକ ଅନ୍ତର୍ଗତ ମୀନଗୁର ପଞ୍ଚାୟତ ଅନୁକୂଲ୍ୟରେ ମୀନଗୁର ଧାନ ମଣ୍ଡି ପରିସରରେ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୀନଗୁର ଗ୍ରାମ ପଞ୍ଚାୟତର ସରପଞ୍ଚ
Read More...

ଭବାନୀପାଟଣାରେ କିଟ୍‌ ଓ କିସ୍‌ ପକ୍ଷରୁ ମିନି ମାରାଥନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାଠାରେ କିଟ୍‌ ଓ କିସ୍‌ ପରିବାର ଓ ଏହାର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ତରଫରୁ 'ସମସ୍ତଙ୍କ ପାଇଁ ଶିକ୍ଷା' ଷଷ୍ଠ ମିନିମାରାଥନ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭବାନୀପାଟଣା ମା' ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟଠାରୁ
Read More...

ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁରଠାରେ ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ସଭାପତି ତଥା ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ
Read More...