Browsing Tag

kalahandi news

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକର ଗଜବାହାଲ ଗ୍ରାମ ପଞ୍ଚାୟତର କଅଁସିଲ୍ ଗ୍ରାମର ନିର୍ମାଣଧୀନ ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରୁଥିବା ଚିତ୍ର ସାମ୍ନାକୁ ଆସିଛି । ଯୁବକ ଜଣକ ନବରଙ୍ଗପୁର ଜିଲ୍ଲାର କୁମାର ଗୁଡା ଗାଁର
Read More...

ଦେବଦୂତ ସାଜିଲେ ଡବ୍ଳୁଓଡିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

କଳାହାଣ୍ଡି, (ହେମନ୍ତ ସାହୁ) : ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜି ରକ୍ଷା କରିବା ସହ ବିପଦ ସମୟରେ ମାନବିକତା ଦେଖାଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର । ଆଜି ଦିନ ୨ଟା ସମୟରେ ସେରଗଡ ତାରିଣୀ ମନ୍ଦିର ପୂର୍ବରୁ ଏକ
Read More...

ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ପାଇଁ ଉତ୍ସବ ମୁଖର କଳାହାଣ୍ଡି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଆଜି ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି । ଯାହାକୁ ନେଇ ପୁରଠୁ ପଲ୍ଲୀ ଯାଏ ଉତ୍ସବ ମୁଖର ହୋଇଉଠିଛି । କଳାହାଣ୍ଡିରେ ମଧ୍ୟ ଜନସାଧାରଣ ବେଶ ଉତ୍ସାହିତ ଥିବା ଦେଖାଯାଇଛି । ଏହି ପରିପ୍ରେକ୍ଷୀରେ
Read More...

ଧାଙ୍ଗଡି ଦୋଳାରେ ମସ୍‌ଗୁଲ୍‌ ଆଦିବାସୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ରବିବାର ଆଦିବାସୀ ସଂସ୍କୃତିର ମହାନ ପର୍ବ ଟୋକି ପର୍ବ ରବିବାର ଉଦ୍‌ଯାପିତ ହୋଇଥିବା ବେଳେ ଆଜି ଧାଙ୍ଗଡି ଦୋଳା ପର୍ବ ପାଳନ କରାଯାଇଛି । ଟୋକି ପର୍ବ ଦିନ ହୋଇଥିବା ରାଗରୋଷକୁ ଭୁଲିବା ପାଇଁ ଟୋକି ପର୍ବ କମିଟି ଦ୍ୱାରା ଏହି
Read More...

ଟୋକୀ ପର୍ବ ଏକ ନିଆରା ପର୍ବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଦିବାସୀ ସଂସ୍କୃତିର ମହାନ ପର୍ବ ଟୋକୀ ମରା ପର୍ବ ରବିବାର କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଗ୍ରାମରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆଦିବାସୀ ସଂସ୍କୃତି ଓ ପରମ୍ପରାରେ ମାଟିକୁ ମାତା ଏବଂ ସୂର୍ଯ୍ୟଙ୍କୁ ପିତା ବୋଲି ବିଶ୍ୱାସ କରାଯାଏ ।
Read More...

ମଣ୍ଡଳ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଭାଷା ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ସାମୁହିକ ଛୁଟିରେ ପ୍ରାଣୀ ଚିକିତ୍ସକ : ଚିନ୍ତାରେ ଚାଷୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଚାରି ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ପ୍ରାଣୀ ଚିକିତ୍ସକ ସାମୁହିକ ଛୁଟି ନେଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବସିଛନ୍ତି । ଫଳରେ ପ୍ରାଣୀ ଚିକିତ୍ସା ସେବା ବ୍ୟାହତ ହୋଇଛି
Read More...

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିଦ୍ୟାଳୟର ମରାମତି କାର୍ଯ୍ୟର ବିଲ ପାସ କରିବା ପାଇଁ ଠିକାଦାରଙ୍କଠାରୁ ୫୦,୦୦୦ ଟଙ୍କା ଲାଞ୍ଚ ନେଇ ଗିରଫ ହେଲେ ପ୍ରଧାନ ଶିକ୍ଷକ । ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧମୁଣ୍ଡା ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟରେ ।
Read More...

ପଞ୍ଚସଖା ହାଇସ୍କୁଲରେ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ
Read More...

ଭବାନୀପାଟଣାଠାରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍‌ ସେବା ଆରମ୍ଭ : ଶ୍ରଦ୍ଧାଳୁଙ୍କ ପାଇଁ ପୁରୀକୁ ହେବ ସହଜ ଓ ସୁଗମ…

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍‌ ଯୋଜନା ଅନ୍ତର୍ଗତ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସନ୍ଧ୍ୟା ୫ଟା ସମୟରେ ଭର୍ଚୁଆଲ ମୋଡରେ ସମ୍ପନ୍ନ ହୋଇଯାଇଛି । ମହାପ୍ରଭୁ ଜଗନ୍ନାଥଙ୍କ
Read More...