ବିଜମରା ପିଏମଶ୍ରୀ ଉଚ୍ଚ ଵିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ବିଜମରା ପିଏମଶ୍ରୀ ସ୍ୱାମୀ ବିବେକାନନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଦୁଇଦିନ ଧରି ସୁବର୍ଣ୍ଣ ଜୟନ୍ତୀ ସମାରୋହ ମହା ସମାରୋହରେ ପାଳନ କରାଯାଉଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ!-->…
Read More...
Read More...