Browsing Tag

kalahandi news

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ମାଣିକେରା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଫଗୁଣ ପାତ୍ରଙ୍କ…
Read More...

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ଉର୍ଲାଦାନୀ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୁପ୍ରିୟା…
Read More...

ଭବାନୀପାଟଣା ଟାଉନ ଥାନା ପୋଲିସକୁ ସଫଳତା : ଡକାୟତ ଦଳକୁ ଧରି ପାଞ୍ଚ ଲକ୍ଷ ଟଙ୍କା କଲା ଉଦ୍ଧାର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଗତ ଜାନୁଆରୀ ୨୫ ତାରିଖରେ ଭବାନୀପାଟଣା ରାଧାକୃଷ୍ଣ ନଗରର ଅନନ୍ତ ପାତ୍ରଙ୍କଠାରୁ ତିନିଜଣ ଡକାୟତ ସାଢେ ୫ ଲକ୍ଷ ଟଙ୍କା ଛଡାଇ ନେଇଥିଲେ । ଏ ସମ୍ପର୍କରେ ଅଭିଯୋଗ ପାଇ ଟାଉନ ଥାନାରେ ଏକ ମାମଲା ରୁଜ୍ଜୁ କରାଯାଇଥିଲା । ସେହି ଡକାୟତ ଦଳକୁ ଧରିବାରେ…
Read More...

ନୀତି ଆୟୋଗ କେନ୍ଦ୍ରୀୟ ପ୍ରଭାରୀ ସଂଜୀବ କୁମାର ମିଶ୍ରଙ୍କ ଦୁଇଦିନିଆ କଳାହାଣ୍ଡି ଗସ୍ତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ ତଥା କେନ୍ଦ୍ର ସରକାରଙ୍କ ଜାତୀୟ ନିଯୁକ୍ତି ସଂସ୍ଥା ସଚିବ ସଂଜୀବ କୁମାର ମିଶ୍ର ଦୁଇଦିନିଆ କଳାହାଣ୍ଡି ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାରେ…
Read More...

କୋକସରାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୋକସରା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ, ଧର୍ମଗଡ ଧିମନ ଚକମାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ…
Read More...

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଡୋକରିପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରବିବାର ସନ୍ଧ୍ୟାରେ ଗୋଲାମୁଣ୍ଡା ଥାନା ଡୋକରି ପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ଧର୍ମଗଡ ଏବଂ ଜୁନାଗଡ଼ ହସ୍ପିଟାଲରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଜୁନାଗଡ଼ ବ୍ଲକ ମିଚାଗାଁର…
Read More...

ସିଂହପୁର ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସିଂହପୁର ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ଉଛବ ପ୍ରଧାନଙ୍କ ଅନୁପସ୍ଥିତିରେ ନାଏବ ସରପଞ୍ଚ ମୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ…
Read More...

ମଦନପୁରର ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ…
Read More...

ଭବାନୀପାଟଣାରେ ମୁଣ୍ଡ ପରାଶର ପରିବାରର ରାଜ୍ୟସ୍ତରୀୟ ମହା ସମାବେଶ

ସଂଗଠନ ଶକ୍ତି ହିଁ ମାନବିକତାର ସଂସ୍କୃତି କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମ୍ପର୍କ, ସଂଗଠନ ଓ ସମ୍ପୃକ୍ତି ଏକ ସମାଜ ତଥା ରାଷ୍ଟ୍ରର ସଂସ୍କୃତିକୁ ବିଶ୍ୱମୁହାଁ କରିଥାଏ । ବସୁଧୈବ କୁଟୁମ୍ବକମ୍ ନ୍ୟାୟରେ କାର୍ଯ୍ୟ କଲେ ସଫଳତା ମିଳେ ବୋଲି ରିଷିଗାଁଠାରେ ଆୟୋଜିତ ମୁଣ୍ଡ ପରାଶର…
Read More...

ଡମ୍‌ କର୍ଲାଖୁଣ୍ଟା ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଡମ୍ କର୍ଲାଖୁଣ୍ଟା ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା…
Read More...