Browsing Tag

kalahandi news

ବିବାହିତ ଯୁବକଙ୍କ ଆତ୍ମହତ୍ୟା

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଂଚାୟତ ବ୍ରାହ୍ମଣୀମୁଣ୍ଡା ଗ୍ରାମର ଜନୈକ ବିବାହିତ ଯୁବକ ଆଜି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପୁଲିସର କହିବା ମୁତାବକ ବ୍ରାହ୍ମଣୀମୁଣ୍ଡା ଗ୍ରାମର ବିନୋଦ ରଣାଙ୍କ ପୁଅ ମନ୍ଦିର ରଣା(୨୫) ନିଜ ଘରେ
Read More...

ଭାରତୀୟ ରିଜର୍ଭ ବ୍ୟାଙ୍କ ସହାୟତାରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

କଳାହାଣ୍ଡି, (ପିକେ ସାହୁ) : ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ମ.ରାମପୁର ବ୍ଲକର ମଦନପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀସେବା କେନ୍ଦ୍ର, ମଦନପୁରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା
Read More...

ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ଖେଳ ପ୍ରତିଯୋଗିତା

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଶିକ୍ଷା ବିଭାଗ ତରଫରୁ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆଜି ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ତତ୍ୱାବଧାନରେ ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ଗୋଛାଡେଙ୍ଗେନ ଲୋକନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଉଦଘାଟନୀ ଉତ୍ସବ

କଳାହାଣ୍ଡି, (ପି.କେ ସାହୁ) : କଳାହାଣ୍ଡି ଜ଼ିଲ୍ଲା ମ. ରାମପୁର ବ୍ଲକ ଗୋଛାଡେଙ୍ଗେନ ଠାରେ ଆଜି ସରପଞ୍ଚ ତଥା କଲେଜ ଅଧ୍ୟକ୍ଷ ଡକ୍ଟର ସୁରେଶ କୁମାର ପଧାନଙ୍କ ସଭାପତିତ୍ୱରେ ଲୋକନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ଲିଃ ସଭାପତି ଉପନିର୍ବାଚନରେ ଇନ୍ଦୁମତୀ ଭୋଇ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ପ୍ରାଥମିକ ସମବାୟ ସମିତି ଲିଃ.ର ସଭାପତି ପଦବୀ ପାଇଁ ଆଜି ଅନୁଷ୍ଠିତ ଉପନିର୍ବାଚନରେ ଇନ୍ଦୁମତୀ ଭୋଇ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ତେବେ ପ୍ରାଥମିକ କୃଷି ସମବାୟ ସମିତିର ୧୫ ଜଣ ନିର୍ଦେଶକ/ନିର୍ଦେଶିକାଙ୍କ
Read More...

ଶଶିଭୂଷଣ ଗହୀର ସହକାରୀ ପ୍ରଫେସର ପରୀକ୍ଷାରେ କୃତକାର୍ଯ୍ୟ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ତେରେସିଂହା ଗ୍ରାମର ଶଶିଭୂଷଣ ଗହୀର ଓଡିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ସହକାରୀ ପ୍ରଫେସର ପଦବୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଏହି ଖବର ପ୍ରଚାରିତ ହେବା ମାତ୍ରେ ଅଞ୍ଚଳରେ ଖୁସିର ଲହର
Read More...

ମ. ରାମପୁର ଉର୍ଲାଦାନୀରେ ମେରି ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ପ୍ରଶାସନ ଓ ସିଆର୍‌ପିଏଫ୍‌ ବି.୬୪ ବାଟାଲିୟନଙ୍କ ମିଳିତରେ ଭାରତ ମାତା ଏବଂ ବୀର ଯବାନଙ୍କ ନାମରେ ନାରା ଦେଇ କ୍ୟାମ୍ପରୁ ଉର୍ଲାଦାନୀ ଗ୍ରାମ
Read More...

ରିଷିଡାରେ ବ୍ଲକସ୍ତରୀୟ କୁରାଳ ଭବନ ନିର୍ମାଣ ପାଇଁ ଶିଳାନ୍ୟାସ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକର ରିଷିଡାଠାରେ ବ୍ଲକସ୍ତରୀୟ କୁରାଳ ସମାଜର ଭବନ ନିର୍ମାଣ ପାଇଁ ଗତକାଲି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ମୁରଲୀଧର ରଣାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ନର୍ଲା ବିଧାୟକ ଭୂପିନ୍ଦର ସିଂ
Read More...

କର୍ଲାମୁଣ୍ଡା ବ୍ଲକର ୮ଟି ଦିବ୍ୟାଙ୍ଗ ପରିବାରକୁ ମିଳିଲା ୨୦ ଲକ୍ଷ ଟଙ୍କାର ବିବାହ ପ୍ରୋତ୍ସାହନ ରାଶି ସହାୟତା

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁର ଆଠଟି ଦିବ୍ୟାଙ୍ଗ ପରିବାରକୁ ଦିବ୍ୟାଙ୍ଗଙ୍କ ବିବାହ ପ୍ରୋତ୍ସାହନ ସହାୟତା ରାଶି ମିଳିଥିବା ଜଣାପଡ଼ିଛି । ସୂଚନା ମତେ ସୋମବାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି. ଅନ୍ୱେସା ରେଡି,
Read More...

ବିଜୁ ଛାତ୍ର ଜନତା ଦଳର ନର୍ଲା ନିର୍ବାଚନ ମଣ୍ଡଳୀ ସଭାପତି ହେଲେ ଦେବେନ୍ଦ୍ର କୁମାର

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳ ତାର ପରିବର୍ଦ୍ଧିତ କମିଟି ଘୋଷଣା କରିଛି । ନିର୍ବାଚନୀ ମଣ୍ଡଳୀ ସ୍ତରରେ ବିଜୁ ଛାତ୍ର ଜନତା ଦଳକୁ ଶକ୍ତିଶାଳୀ ଓ ସୁସଂଗଠିତ କରିବା ପାଇଁ ଛାତ୍ର ନେତା ତଥା ସୁସଂଗଠକ ଦେବେନ୍ଦ୍ର କୁମାର
Read More...