Browsing Tag

kalahandi news

ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ମଦନପୁରର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିର ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ…
Read More...

ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତର ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଗିରିଶଚନ୍ଦ୍ର ଦୋରା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ…
Read More...

ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ତୃତୀୟ ଦିନରେ ପଲମ ଦଳ ବିଜୟୀ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମପଞ୍ଚାୟତର କବିଚନ୍ଦ୍ରପୁରଠାରେ ଚାଲିଥିବା ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନରେ ଉଫେର ଦଳ ସେମିଫାଇନାଲକୁ ପ୍ରବେଶ କରିଛି । ୩ ଗୋଟି ମ୍ୟାଚ୍‌ ହୋଇ ଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ…
Read More...

ନୂଆଗାଁ ପଂଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର ପାଇଁ ଦାବୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବାସୀ ପଞ୍ଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର କରାଯିବା ପାଇଁ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୋଗ ମୁତାବକ ମଣ୍ଡଳ ପଞ୍ଚାୟତରୁ…
Read More...

ମୋହନଗିରି ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରି ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ସୁରେନ୍ଦ୍ର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଦିଲଜିତ ସିଂ,…
Read More...

ଇଚ୍ଛାପୁରରେ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ ମେଳା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଇଚ୍ଛାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ସମଗ୍ର ଶିକ୍ଷା ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଏକ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ବ୍ଲକ ଅନ୍ତର୍ଗତ ୬୫ଟି…
Read More...

ସାଲେପାଲି ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସାଲେପାଲି ଗ୍ରାମପଞ୍ଚାୟତ ପରିସରରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମ ସରପଞ୍ଚ କୁମାରୀ ରଚନା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ…
Read More...

ସୁଦାମ ମେମୋରିଆଲ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ରେଙ୍ଗାଲି ଦଳ ସେମିଫାଇନାଲକୁ ପ୍ରବେଶ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମପଞ୍ଚାୟତର କବିଚନ୍ଦ୍ରପୁରଠାରେ ଆଜି ବୁଧବାର ୧୬ ଗୋଟି ଦଳକୁ ନେଇ ଆରମ୍ଭ ହୋଇଛି ସୁଦାମ ମେମୋରିଆଲ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୩ଟି ମ୍ୟାଚ୍‌ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ…
Read More...

ଭବାନୀପାଟଣାଠାରେ ସାମୁହିକ ଔଷଧ ସେବନର ଦ୍ୱିତୀୟ ଜିଲ୍ଲା ସମନ୍ୱୟ କମିଟି ବୈଠକ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ନର୍ଲା ବ୍ଲକ ଓ ଜୁନାଗଡ ଏନ୍‌ଏସି ପାଇଁ ଆଗାମୀ ଫେବୃୟାରୀ ୧୦ରୁ ଫେବୃଆରୀ ୧୯ ତାରିଖ ମଧ୍ୟରେ ହେବାକୁ ଥିବା ସାମୁହିକ ଔଷଧ ସେବନ ପାଇଁ ପ୍ରସ୍ତୁତି ବୈଠକ…
Read More...

ଭବାନୀପାଟଣାରେ ଜନ ସୂଚନା ଅଧିକାର ନିୟମ ସମ୍ପର୍କିତ କର୍ମଶାଳା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପାଇଁ ନିୟୋଜିତ ପ୍ରଥମ ଅପିଲ କର୍ତ୍ତୃପକ୍ଷ ଓ ଜନ ସୂଚନା ଅଧିକାରୀମାନଙ୍କ ପାଇଁ ଏକ ଜନ ସୂଚନା ଅଧିକାର ନିୟମ ସମ୍ପର୍କିତ ତାଲିମ ପ୍ରଦାନ…
Read More...