ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ତିନି ଦଫା ଦାବୀପତ୍ର ପ୍ରଦାନ
କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆଜି ତିନି ଦଫା ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କ ଜରିଆରେ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ରିଂଜା ଛକଠାରୁ ଏକ ବିଶାଳ!-->…
Read More...
Read More...