ପଞ୍ଚାୟତସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଅଲାତରା ପଞ୍ଚସଖା ହାଇସ୍କୁଲ ଖେଳ ପଡିଆରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ସରପଞ୍ଚ ସଶ୍ମିତା ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ!-->…
Read More...
Read More...