Browsing Tag

kalahandi news

ଭବାନୀପାଟଣାରେ କିଟ୍‌ ଓ କିସ୍‌ ପକ୍ଷରୁ ମିନି ମାରାଥନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାଠାରେ କିଟ୍‌ ଓ କିସ୍‌ ପରିବାର ଓ ଏହାର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ତରଫରୁ 'ସମସ୍ତଙ୍କ ପାଇଁ ଶିକ୍ଷା' ଷଷ୍ଠ ମିନିମାରାଥନ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭବାନୀପାଟଣା ମା' ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟଠାରୁ…
Read More...

ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁରଠାରେ ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ସଭାପତି ତଥା ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ…
Read More...

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକର ଗଜବାହାଲ ଗ୍ରାମ ପଞ୍ଚାୟତର କଅଁସିଲ୍ ଗ୍ରାମର ନିର୍ମାଣଧୀନ ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରୁଥିବା ଚିତ୍ର ସାମ୍ନାକୁ ଆସିଛି । ଯୁବକ ଜଣକ ନବରଙ୍ଗପୁର ଜିଲ୍ଲାର କୁମାର ଗୁଡା ଗାଁର…
Read More...

ଦେବଦୂତ ସାଜିଲେ ଡବ୍ଳୁଓଡିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

କଳାହାଣ୍ଡି, (ହେମନ୍ତ ସାହୁ) : ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜି ରକ୍ଷା କରିବା ସହ ବିପଦ ସମୟରେ ମାନବିକତା ଦେଖାଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର । ଆଜି ଦିନ ୨ଟା ସମୟରେ ସେରଗଡ ତାରିଣୀ ମନ୍ଦିର ପୂର୍ବରୁ ଏକ…
Read More...

ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ପାଇଁ ଉତ୍ସବ ମୁଖର କଳାହାଣ୍ଡି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଆଜି ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି । ଯାହାକୁ ନେଇ ପୁରଠୁ ପଲ୍ଲୀ ଯାଏ ଉତ୍ସବ ମୁଖର ହୋଇଉଠିଛି । କଳାହାଣ୍ଡିରେ ମଧ୍ୟ ଜନସାଧାରଣ ବେଶ ଉତ୍ସାହିତ ଥିବା ଦେଖାଯାଇଛି । ଏହି ପରିପ୍ରେକ୍ଷୀରେ…
Read More...

ଧାଙ୍ଗଡି ଦୋଳାରେ ମସ୍‌ଗୁଲ୍‌ ଆଦିବାସୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ରବିବାର ଆଦିବାସୀ ସଂସ୍କୃତିର ମହାନ ପର୍ବ ଟୋକି ପର୍ବ ରବିବାର ଉଦ୍‌ଯାପିତ ହୋଇଥିବା ବେଳେ ଆଜି ଧାଙ୍ଗଡି ଦୋଳା ପର୍ବ ପାଳନ କରାଯାଇଛି । ଟୋକି ପର୍ବ ଦିନ ହୋଇଥିବା ରାଗରୋଷକୁ ଭୁଲିବା ପାଇଁ ଟୋକି ପର୍ବ କମିଟି ଦ୍ୱାରା ଏହି…
Read More...

ଟୋକୀ ପର୍ବ ଏକ ନିଆରା ପର୍ବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଦିବାସୀ ସଂସ୍କୃତିର ମହାନ ପର୍ବ ଟୋକୀ ମରା ପର୍ବ ରବିବାର କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଗ୍ରାମରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆଦିବାସୀ ସଂସ୍କୃତି ଓ ପରମ୍ପରାରେ ମାଟିକୁ ମାତା ଏବଂ ସୂର୍ଯ୍ୟଙ୍କୁ ପିତା ବୋଲି ବିଶ୍ୱାସ କରାଯାଏ ।…
Read More...

ମଣ୍ଡଳ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଭାଷା ସାହିତ୍ୟ ଓ ସୃଜନଶୀଳତାର ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
Read More...

ସାମୁହିକ ଛୁଟିରେ ପ୍ରାଣୀ ଚିକିତ୍ସକ : ଚିନ୍ତାରେ ଚାଷୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଚାରି ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ପ୍ରାଣୀ ଚିକିତ୍ସକ ସାମୁହିକ ଛୁଟି ନେଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବସିଛନ୍ତି । ଫଳରେ ପ୍ରାଣୀ ଚିକିତ୍ସା ସେବା ବ୍ୟାହତ ହୋଇଛି…
Read More...

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିଦ୍ୟାଳୟର ମରାମତି କାର୍ଯ୍ୟର ବିଲ ପାସ କରିବା ପାଇଁ ଠିକାଦାରଙ୍କଠାରୁ ୫୦,୦୦୦ ଟଙ୍କା ଲାଞ୍ଚ ନେଇ ଗିରଫ ହେଲେ ପ୍ରଧାନ ଶିକ୍ଷକ । ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧମୁଣ୍ଡା ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟରେ ।…
Read More...