Browsing Tag

kalahandi news

ରାଧାଯୁଗଲ କ୍ଲବ ତରଫରୁ ଶିଶୁ ଦିବସ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ରାଧାଯୁଗଲ ସାଂସ୍କୃତିକ କ୍ଲବ ତରଫରୁ ଆଜି ଅଞ୍ଚଳର ଛାତ୍ର ଛାତ୍ରୀମାନଙ୍କୁ ନେଇ ଶିଶୁ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ ଶିକ୍ଷକ କୈଳାସ ମହାନନ୍ଦ ଉପସ୍ଥିତ ରହି ଶିଶୁମାନଙ୍କ
Read More...

ମଦନପୁରଠାରେ ଡେନ୍ସ ବ୍ଲାଷ୍ଟ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅନ୍ତର୍ଗତ ମଦନପୁରଠାରେ ଦୀପାବଳି ଉପଲକ୍ଷେ ୟଙ୍ଗ ଷ୍ଟାର କ୍ଲବ ତରଫରୁ ମହାଆଡମ୍ବରରେ ଡେନ୍ସ ବ୍ଲାଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଶ୍ଚିମ ଓଡିଶା କମେଡି କିଙ୍ଗ ଯୋଗେଶ ଯୋଯୋ ମୁଖ୍ୟ ଆକର୍ଷଣ ଥିବା ବେଳେ
Read More...

ଜେବିୱାସି ପକ୍ଷରୁ ରୌପ୍ୟ ଜୟନ୍ତୀ ଶୁଭାରମ୍ଭ ଉତ୍ସବ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜ୍ୟୋତି ବିକାଶ ଯୁବକ ସଂଘ ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିବ । ଏଥିପାଇଁ ଆଜି ପ୍ରତିଷ୍ଠା ଦିବସରେ ଉତ୍ସବର ଶୁଭାରମ୍ଭ ହୋଇଛି । ସଂଘ ସଭାପତି ଫକୀର ଚରଣ ସାହୁ ପତାକା ଉତ୍ତୋଳନ କରି ପଣ୍ଡିତ ନେହେରୁଙ୍କ ଫଟୋଚିତ୍ରରେ
Read More...

ସଲଣ୍ଡିଆମୁଣ୍ଡାରେ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଅଷ୍ଟପ୍ରହର ନାମଯଜ୍ଞ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକର ରିଷିଡା ସଲଣ୍ଡିଆମୁଣ୍ଡାଠାରେ ଗଜଲକ୍ଷ୍ମୀ ଚଳିତ ବର୍ଷ ୧୨ ବର୍ଷରେ ପଦାର୍ପଣ କରିଛି । ଏହି ଅବସରରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହେଉଛି । ଏଥିରେ ପୂଜକ ଭାବେ ରୁଦ୍ରଦେବ ଦାସ ପୂଜାକାର୍ଯ୍ୟ ସମ୍ପାଦନ କରୁଥିବା ବେଳେଜପକ ଭାବେ ଅଶୋକ
Read More...

ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଚଳଚଞ୍ଚଳ ପୁରା କଳାହାଣ୍ଡି

କଳହାଣ୍ଡି : ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୁରା କଳାହାଣ୍ଡି ସହର । ମା'ଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ପାରମ୍ପରିକ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ହଜାର ହଜାର
Read More...

ସଲଣ୍ଡିଆମୁଣ୍ଡାରେ ଅଷ୍ଟପ୍ରହର ନାମଯଜ୍ଞ ପାଇଁ ଶୁଭଖମ୍ବ ସ୍ଥାପନ

କଳାହାଣ୍ଡି, (ନରୋତ୍ତମ ସେଲମା ) : କର୍ଲାମୁଣ୍ଡା ବ୍ଲକର ରିଷିଡା ପଞ୍ଚାୟତ ଅନ୍ତର୍ଗତ ସଲଣ୍ଡିଆମୁଣ୍ଡା ଠାରେ ଗଜଲକ୍ଷ୍ମୀ ପୂଜାର ୧୨ବର୍ଷ ପୂର୍ତ୍ତୀ ଅବସରରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଶୁଭଖମ୍ବ ସ୍ଥାପନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଏଥିରେ କର୍ତ୍ତା ଭାବେ
Read More...

ତେରେସିଂହାରେ ମା’ ପାଟଖଣ୍ଡା ଯାତ୍ରା ସମ୍ପନ୍ନ

କଳାହାଣ୍ଡି, (ନରୋତ୍ତମ ସେଲମା ) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଐତିହାସିକ ଗ୍ରାମ ତେରେସିଂହା ଠାରେ ମା' ପାଟଖଣ୍ଡା ଯାତ୍ରା ସମ୍ପନ୍ନ ହୋଇଯାଇଛି । ଏହି ଯାତ୍ରାରେ ମା'ଙ୍କୁ ଦର୍ଶନ କରିବା ପାଇଁ ଆଖପାଖ ଅଞ୍ଚଳର ଶହଶହ ଭକ୍ତଙ୍କର ସମାଗମ ହୋଇଥିଲା । ଭକ୍ତମାନଙ୍କର
Read More...

ମହାଶକ୍ତି ଫାଉଣ୍ଡେସନର୧୯ତମ ବାର୍ଷିକ ଉତ୍ସବ ପାଳିତ

କଳାହାଣ୍ଡି, (ପିକେ ସାହୁ) : ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠାନର ପଞ୍ଜିକୃତ କାର୍ଯ୍ୟାଳୟ ମ.ରାମପୁର ( ବୁରାଟ )ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ଯୁଗଳ କିଶୋର ପଟ୍ଟନାୟକଙ୍କ ସଭାପତିତ୍ୱରେ,
Read More...

ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର : ୧୦୧ ୟୁନିଟ ରକ୍ତଦାନ କଲେ ରକ୍ତଦାତା

କଳାହାଣ୍ଡି, (ନରୋତ୍ତମ ସେଲମା ) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଯୁକ୍ତ ଦୁଇ ମହାବିଦ୍ୟାଳୟଠାରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେରେ ନର୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ରକ୍ତଦାନ ଶିବିର
Read More...

ମଦନପୁର କ୍ଷତ୍ରୀୟ ପାଇକ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର କଲ୍ୟାଣ ମଣ୍ଡପଠାରେ ଆଜି କୁଳ ସୋଦର ଡମ୍ବରୁ ଧାଙ୍ଗଡ଼ାମାଝିଙ୍କ ସଭାପତିତ୍ୱରେ କଳାହାଣ୍ଡି ଉପମଣ୍ଡଳସ୍ତରୀୟ କ୍ଷତ୍ରୀୟ ପାଇକ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପମଣ୍ଡଳ ସମ୍ପାଦକ
Read More...