Browsing Tag

kalahandi news

ରିଷିଡା ଗ୍ରାମ ଉନ୍ନୟନ କମିଟିର କାର୍ଯ୍ୟାଳୟ ଉଦ୍‌ଘାଟିତ

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଜି ରିଷିଡା ଦୁର୍ଗା ମଣ୍ଡପ ନିକଟରେ ରିଷିଡାର ସର୍ବୋଚ୍ଚ ବେସରକାରୀ ଅନୁଷ୍ଠାନ ଗ୍ରାମ ଉନ୍ନୟନ କମିଟିର କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଯାଇଛି । ସରପଞ୍ଚ ସେବତୀ ରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରି ଗ୍ରାମର ବିକାଶ ପାଇଁ ସମସ୍ତଙ୍କ ସହଯୋଗ
Read More...

ତେରେସିଂହାରେ ଆର୍ଥିକ ସାକ୍ଷରତା ଶିବିର

କଳାହାଣ୍ଡି (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ମିଶନ ଶକ୍ତି ଗୃହଠାରେ ଆର୍ଥିକ ସାକ୍ଷରତା ସଚେତନତା ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି । ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ଶାଖା ପରିଚାଳକ
Read More...

ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା : କେସିଙ୍ଗା ଏସ୍‌ଡିପିଓ ଏବଂ ମ. ରାମପୁର ଆଇଆଇସିଙ୍କ ଦ୍ଵାରା ତଦନ୍ତ ଆରମ୍ଭ

କଳାହାଣ୍ଡି, (ପ୍ରଦୀପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ୍ ଗ୍ରାମ ପଞ୍ଚାୟତ ଅଧୀନ ତେନ୍ତୁଳିକୁପା ଗ୍ରାମର ଜଣେ ବିବାହିତ ଯୁବକ ସୁଦାମ ଭୋଇ(୨୬)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଏହି ଘଟଣାକୁ ନେଇ ସ୍ଥାନୀୟ
Read More...

ଆମପାଣି ଘାଟିରେ ବୋଲେରୋକୁ ଧକ୍କା ଦେଲା ମିନି ଟ୍ରକ୍ : ୮ ଗୁରୁତର

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ସୀମା ଆମପାଣି ଘାଟିରେ ବୋଲେରୋ ଓ ୪୦୭ ମିନି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ବୋଲେରୋରେ ଥିବା ୭ରୁ ୮ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତରଙ୍କ ମଧ୍ୟରେ କିଛି ଶିଶୁ ମଧ୍ୟ ରହିଥିବା ଜଣାପଡ଼ିଛି । ସୂଚନା
Read More...

ମହିଳା ସଶକ୍ତିକରଣ ନିମନ୍ତେ ଆଇନ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ସ୍ଥିତ ଦାପ୍ତା ସଂସ୍ଥା ପରେ ସ୍ୱାତୀ ଅନୁଷ୍ଠାନ ପକ୍ଷରୁ ଏକ ଦୁଇଦିନିଆ ମହିଳା ସଶକ୍ତିକରଣ ନିମନ୍ତେ ଆଇନ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିବିରକୁ କଳାହାଣ୍ଡିର ଅତିରିକ୍ତ ଜିଲ୍ଲାପାଳ ପଦ୍ମନାଭ ପୁରୋହିତ, ଡିଏସ୍‌ଡବ୍ଲୁଓ
Read More...

ଭବାନୀପାଟଣାଠାରେ ବିଶ୍ଵ ପ୍ରାଣୀ ଚିକିତ୍ସା ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଓ ସଭା ଅନୁଷ୍ଠିତ

କଳାହାଣ୍ଡି, (ପିକେ ସାହୁ) : ବିଶ୍ଵ ପ୍ରାଣୀ ଚିକିତ୍ସା ଦିବସ-୨୦୨୩ ପାଳନ ଅବସରରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ, କଳାହାଣ୍ଡି ତରଫରୁ ଭବାନୀପାଟଣାଠାରେ ଆଜି ସକାଳ ୮.୦୦ ଘ ସମୟରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶୋଭାଯାତ୍ରାକୁ ଜିଲ୍ଲା ମୁଖ୍ୟ ପ୍ରାଣୀ
Read More...

ବିଜେପି ପକ୍ଷରୁ ପଣା ସଂକ୍ରାନ୍ତି ଓ ଆମ୍ବେଦକର ଜୟନ୍ତୀ ପାଳନ

କଳାହାଣ୍ଡି, (ନରୋତ୍ତମ ସେଲମା) : ବିଜେପି କର୍ଲାମୁଣ୍ଡା ମଣ୍ଡଳ ତରଫରୁ ରାଜପୁର ପଂଚାୟତ ଅନ୍ତର୍ଗତ ସୁରୁଜୁଲି ଗ୍ରାମରେ ପଣା ସଂକ୍ରାନ୍ତି ଓ ବାବା ସାହେବ ଡ଼ ବି.ଆର ଆମ୍ବେଦକର ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ମିଶ୍ରଣ ପର୍ବରେ, ରାଜପୁର ପଞ୍ଚାୟତର ୬୫ଜଣ
Read More...

ହନୁମାନ ଜୟନ୍ତୀ ଉପଲକ୍ଷେ ରାଲି

କଳାହାଣ୍ଡି, (ନରୋତ୍ତମ ସେଲମା) : ହନୁମାନ ଜୟନ୍ତୀ ଅବସରରେ ରିଷିଡା ସଲଣ୍ଡିଆମୁଣ୍ଡା ହନୁମାନ ଜୟନ୍ତୀ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ଗ୍ରାମର ଶତାଧିକ ପୁରୁଷ ଓ ମହିଳା ଏଥିରେ ଭାଗନେଇ ଥିବା ବେଳେ ପିଲାମାନଙ୍କୁ ହନୁମାନ ବେଶରେ ସଜ୍ଜିତ କରାଯାଇଥିଲା ।
Read More...

ଲାଞ୍ଜିଗଡଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ ସମିତି ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ । ଏହି
Read More...

ଢ଼ାବା ସମ୍ମୁଖରୁ ବାଇକ ଚୋରି ଅଭିଯୋଗ

କଳାହାଣ୍ଡି, (ନରୋତ୍ତମ ସେଲମା) : ରିଷିଡା ଫାଣ୍ଡି ଅନ୍ତର୍ଗତ କନସିଲ ବିହାରୀ ଢ଼ାବା ସମ୍ମୁଖରୁ ଏକ ବାଇକ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ମତେ ଝାରମୁଣ୍ଡା ଗ୍ରାମର ପ୍ରଦୀପ ପାତ୍ର ନାମକ ଯୁବକ ନିଜ ବାଇକ (ବଜାଜ ଡ଼ିସକଭର ନଂ -ଓଡି୦୮ଜି୬୯୭୪)କୁ ରାତି ପ୍ରାୟ ୯ଟାରେ ଉକ୍ତ ଢ଼ାବା
Read More...