ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜୁନ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଉଛି । ୨୦୧୪ ମସିହାରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତି ସଂଘରେ ପ୍ରସ୍ତାବ ଦେଇଥିଲେ । ୨୦୧୫ ମସିହାରୁ ଜୁନ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି । ଚଳିତ ବର୍ଷ ଏକାଦଶ!-->…
Read More...
Read More...