Browsing Tag

kalahandi news

କାର୍ତ୍ତିକ ବ୍ରତ ୧୨ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟ ପ୍ରହରୀ ନାମଯଜ୍ଞ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଶିବ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ବ୍ରତ ୧୨ବର୍ଷ ପୂର୍ତ୍ତି ଅବସରରେ କଳସ ଯାତ୍ରାରୁ ଆରମ୍ଭ ହୋଇ ବୁଧବାର ଦିନ ଅଷ୍ଟ ପ୍ରହରୀ ନାମଯଜ୍ଞ ସମାପନ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ସପତ୍ନୀ ଗବର…
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ପିସି ଏବଂ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପିସି ଏବଂ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ସିଡ଼ିଏମ୍‌ଓ କଳାହାଣ୍ଡି ଡ. ସୁଚେତା ପାଣି ଜିଲ୍ଲାରେ…
Read More...

ଜି.ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷା ପଦ ପାଇଁ ଉପନିର୍ବାଚନ : ଶାସକ ବିଜେଡି ଦଳର ବାଜିମାତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷା ପଦ ପାଇଁ ବୁଧବାର ଦିନ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଗୁରୁବାର ଦିନ ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଶାସକ ବିଜେଡି ଦଳର ବାଜିମାତ ହୋଇଥିବା…
Read More...

ବିଜେଡି ଯୁବ ଓ ଛାତ୍ର କର୍ମଶାଳା ‘ନବୀନ ଓଡ଼ିଶା’ର ସାରଥୀ ହେବାକୁ ଆହ୍ବାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସ୍ଥାନୀୟ ଟାଉନ ହଲ୍‌ଠାରେ ଏକ କର୍ମଶାଳା ତଥା 'ମୁଁ ବି ହେବାକୁ ଚାହେଁ ନବୀନ ଓଡ଼ିଶାର ସାରଥୀ' ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା…
Read More...

ଧାନ ମଣ୍ଡି ଖୋଲିବାରେ ବିଳମ୍ବ ଓ ଅବ୍ୟବସ୍ଥା ସମ୍ପର୍କରେ ଭାଜପାର ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ତୁରନ୍ତ ସମସ୍ତ ମଣ୍ଡି ଖୋଲିବା । ମଣ୍ଡିମାନଙ୍କରେ ଦେଖାଯାଉଥିବା ଅବ୍ୟବସ୍ଥାର ସମାଧାନ କରିବା ପାଇଁ ଜିଲ୍ଲା ଭାଜପା କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ପାଞ୍ଚ ଦଫା ସମ୍ବଳିତ ଦାବିପତ୍ର ଉପ…
Read More...

ଏକ ତାରିଖରୁ ଯାନବାହନ ଯାଞ୍ଚ କଡାକଡି କରାଯିବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମଗ୍ର ରାଜ୍ୟରେ ଆସନ୍ତା ଡ଼ିସେମ୍ବର ମାସ ୧ ତାରିଖଠାରୁ ୭ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ଦୁର୍ଘଟଣା ଜନିତ ଶୂନ୍ୟମୃତ୍ୟୁ ସପ୍ତାହ ପାଳନ କରାଯିବ । ଏହି ଅବସରରେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଦୁର୍ଘଟଣା ଜନିତ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ…
Read More...

ଲକ୍ଷ୍ମୀ ବସ୍‌ ଧକ୍କାରେ ଜଣେ ମୃତ, ଜଣେ ଆହତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମୁସିଗୁଡା ଆଦର୍ଶ ବିଦ୍ୟାଳୟ ନିକଟରେ ମଙ୍ଗଳବାର ଦିନ ଅପରାହ୍ନରେ ଲକ୍ଷ୍ମୀ ବସ୍‌ ଧକ୍କାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ରୋହନ ନାଗ (୧୯) । ସେ…
Read More...

ଜଳସେଚନ ଦାବିରେ ଜାତୀୟ ରାଜପଥ ୨୬ ଅବରୋଧ, ପ୍ରତିଶ୍ରୁତି ପରେ ହଟିଲା ଅବରୋଧ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଦଣ୍ଡପାଟ କୃଷକ ସଙ୍ଘ ପକ୍ଷରୁ ରବି ଚାଷ ପାଇଁ ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ରାଜପଥ ୨୬ ଅବରୋଧ ସହ ଧାରଣା ଦେଲେ କୋକସରା ଓ ଧର୍ମଗଡ଼ ବ୍ଲକର…
Read More...

ଯୁବ ଗାଳ୍ପିକ ଡିଲେଶ୍ୱର ରଣା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡିର ଯୁବ ଗାଳ୍ପିକ ଡିଲେଶ୍ୱର ରଣା ତାଙ୍କ ଗଳ୍ପ ସଙ୍କଳନ 'ସେଁର୍‌ରା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହେଇଛନ୍ତି । ବିଶିଷ୍ଟ ଗାଳ୍ପିକ ବିଭୁତି ପଟ୍ଟନାୟକ, ଦାସ ବେନହୁର ଏବଂ ଗୋବିନ୍ଦ୍ର ଚନ୍ଦ୍ର…
Read More...

ଧର୍ମଗଡରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଧର୍ମଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଧର୍ମଗଡ଼ ବିରଞ୍ଚି ନାରାୟଣ ଦରୱାନ୍, ପଞ୍ଚାୟତ ସମିତି ଅଧ୍ୟକ୍ଷା…
Read More...