ରିଷିଡାରେ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦ୍ଘାଟିତ
କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ତିନି ଦିନିଆ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଆରମ୍ଭ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଦିଲିପ କୁମାର ଦାଶ ସଭାପତିତ୍ୱ କରିଥିବା ବେଳେ!-->…
Read More...
Read More...