ହନୁମାନ ଜୟନ୍ତୀ ଉପଲକ୍ଷେ ରାଲି
କଳାହାଣ୍ଡି, (ନରୋତ୍ତମ ସେଲମା) : ହନୁମାନ ଜୟନ୍ତୀ ଅବସରରେ ରିଷିଡା ସଲଣ୍ଡିଆମୁଣ୍ଡା ହନୁମାନ ଜୟନ୍ତୀ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ଗ୍ରାମର ଶତାଧିକ ପୁରୁଷ ଓ ମହିଳା ଏଥିରେ ଭାଗନେଇ ଥିବା ବେଳେ ପିଲାମାନଙ୍କୁ ହନୁମାନ ବେଶରେ ସଜ୍ଜିତ କରାଯାଇଥିଲା ।!-->…
Read More...
Read More...