Browsing Tag

kalahandi news

ଭବାନୀପାଟଣା ଠାରେ ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ଆଜି ଭାବନୀପାଟଣା ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଦିଶା କମିଟି ଉପାଧ୍ୟକ୍ଷ ରାଜ୍ୟସଭା ସଭ୍ୟ ସୁଜିତ୍ କୁମାର, ଜୁନାଗଡ ବିଧାୟକ ଦିବ୍ୟ
Read More...

ମଦନପୁର ଏମ୍‌ସିସି ନକଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଦ୍ୱିତୀୟ ଦିନରେ ମଦନପୁର ସେମିଫାଇନାଲ୍‌ରେ ପ୍ରବେଶ କଳାହାଣ୍ଡି, (ପି.କ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଠାରେ ଏମ୍‌ସିସି ନକଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଆଜି ଦ୍ୱିତୀୟ ଦିବସରେ ତିନି ଗୋଟି ମ୍ୟାଚ୍‌ ହୋଇଥିବା ବେଳେ ପ୍ରଥମ ମ୍ୟାଚ୍‌ ପାୱାରହିଟର, ଟେକରୁମାଲ
Read More...

ମଦନପୁରଠାରେ ଏମ୍‌ସିସି ନକ୍‌ଆଉଟ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଗୋଟିଏ ଦିନରେ ତିନୋଟି ମେଚଡି. କରଲାଖୁଣ୍ଟା ଦଳ କଲା ସେମି ଫାଇନାଲକୁ ପ୍ରବେଶ କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁରଠାରେ ଏମ୍‌ସିସି ନକ୍‌ଆଉଟ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ୧୬ ଗୋଟି ଦଳ ଅଂଶଗ୍ରହଣ
Read More...

ମୋହନଗିରି ଠାରେ ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ସେମିଫାଇନାଲ୍‌ରେ ପହଞ୍ଚିଲା ବଲାଙ୍ଗିର କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମୋହନଗିରି ଠାରେ ଧବଳେଶ୍ୱର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆରମ୍ଭ ହୋଇଥିବା ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଚତୁର୍ଥ ଦିନ ବଲାଙ୍ଗିର ଓ
Read More...

ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ରିଷିଡା ଗସ୍ତ

କଳାହାଣ୍ଡି, (ନରୋତ୍ତମ ସେଲମା) : ରାଜ୍ୟସଭା ସାଂସଦ ସୁଜିତ କୁମାର ଗତକାଲି କର୍ଲାମୁଣ୍ଡା ବ୍ଲକର ରିଷିଡା ଗସ୍ତରେ ଆସିଥିଲେ । କେସିଙ୍ଗା-କର୍ଲାମୁଣ୍ଡା ସୀମା ପୁଟିଗାଁ ଛକ ଠାରେ ଦଳୀୟ କର୍ମୀମାନେ ତାଙ୍କୁ ଉଚ୍ଚସ୍ୱିତ ସମ୍ବର୍ଦ୍ଧନା ଜଣାଇଥିଲେ । ତାପରେ ସାଂସଦ ତେରେସିଂହା କୌଶିକ ବାବା
Read More...

କର୍ଲାମୁଣ୍ଡା ଖଳା ନିର୍ମାଣ ପ୍ରାପ୍ୟ ପାଇବା ଦାବୀରେ ଆମରଣ ଅନଶନ

ପ୍ରାପ୍ୟ ନମିଳିବା ପର୍ଯ୍ୟନ୍ତ ଧାରଣରେ ବସିବାକୁ ଚେତାବନୀ କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ୨୦୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଂଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନଥିବାରୁ ବୁଧବାର ସକାଳରୁ କାମରେ ନିୟୋଜିତ ମେଟ୍
Read More...

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ଆୟୋଜନ କ୍ରମେ ବୁଧବାର ଜିଲ୍ଲାସ୍ତରୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୩ଟି ବ୍ଳକର ବିଭିନ୍ନ ବିଦ୍ୟାଳୟର ବାଳକ ବାଳିକା ବିଭାଗରୁ
Read More...

ମ.ରାମପୁର ବ୍ଲକରେ ସଡକ ସୁରକ୍ଷା ସପ୍ତାହ ପାଳିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକରେ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି କଳାହାଣ୍ଡି ଜିଲ୍ଲା ଆଞ୍ଚଳିକ ପରିବହନ ପ୍ରାଧିକରଣ ଓ ମ.ରାମପୁର ଥାନା ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ମୋହନଗିରି ଠାରେ ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ତୃତୀୟ ଦିନରେ ବଲାଙ୍ଗିର ଦଳ ୬୯ ରନ୍‌ରେ ବିଜୟୀ କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମୋହନଗିରି ଠାରେ ଧବଳେଶ୍ୱର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆରମ୍ଭ ହୋଇଥିବା ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ମଙ୍ଗଳବାର ତୃତୀୟ ଦିନ
Read More...

ବିଶ୍ୱସ୍ତରୀୟ ପ୍ରବହମାନ ସାଂସ୍କୃତିକ ବିଚାରଧାରାର ମହାମିଳନ କଳାହାଣ୍ଡି ଉତ୍ସବ ଘୁମୁରା

ନୃତ୍ୟଗୀତର ଆଖି ଝଲସା କାର୍ଯ୍ୟକ୍ରମରେ ଉତ୍ସବ ପଡିଆ ଲୋକାରଣ୍ୟକମିଲା ଦୂରତା, ଜମିଲା ବେପାର କଳାହାଣ୍ଡି, (ନରୋତ୍ତମ ସେଲମା) : ପ୍ରାଣ ପ୍ରାଚୁର୍ଯ୍ୟର ମୂର୍ତ୍ତିମନ୍ତ ପ୍ରତୀକ, ବିଶ୍ୱସ୍ତରୀୟ ପ୍ରବହମାନ ସାଂସ୍କୃତିକ ବିଚାରଧାରାର ମହାମିଳନ ହେଉଛି କଳାହାଣ୍ଡି ଉତ୍ସବ ଘୁମୁରା । ରୌପ୍ୟ
Read More...