ସରକାରୀ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟ ମଦନପୁର ଠାରେ ବାର୍ଷିକ ଉତ୍ସବ- ୨୦୨୩ ପାଳିତ
କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟଙ୍କ ସଭାପତିତ୍ୱରେ ଗୁରୁବାର ଦିନ ବାର୍ଷିକ ଉତ୍ସବ- ୨୦୨୩ ପାଳିତ ହୋଇଯାଇଛି । ଏଥିର ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ!-->…
Read More...
Read More...