ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ପୌର ଉପକାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
କଳାହାଣ୍ଡି : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ପୌର ଉପକାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି । ସୂଚନା ଅନୁସାରେ, କୋରାପୁଟ ଭିଜିଲାନ୍ସର ୪ଟି ଟିମ୍ ଆସି ୪ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି । ଭବାନୀପାଟଣାର ୪ଟି!-->…
Read More...
Read More...