Browsing Tag

kalahandi news

ନର୍ଲା ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଶିଶୁମେଳା ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନ ନର୍ଲା ସ୍ଥିତ ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ଓ ଶନିବାର ଦୁଇଦିନ ଧରି ବ୍ଲକସ୍ତରୀୟ ଶିଶୁମେଳା ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଷ୍ଟାର ପ୍ରାକ୍ତନ
Read More...

ଗଜବାହାଲ ହାଇସ୍କୁଲର ବାର୍ଷିକ ଉତ୍ସବ ଉଦ୍‌ଯାପିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ପ୍ରଧାନ ଶିକ୍ଷକ ଦେବାଶିଷ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଳାହାଣ୍ଡି
Read More...

ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନେ ସ୍ଥାନୀୟ
Read More...

ତୁଲାପଡା ଦାମୋଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅଧିନ ତୁଳାପଡା ସ୍ଥିତ ଦାମୋଦର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ଦିନ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡ଼ା ଉତ୍ସବ ଶୁକ୍ରବାର ଓ ଶନିବାର ଦୁଇଦିନ ଧରି ଅନୁଷ୍ଠିତ ହେବ । ଏହି ଅବସରରେ
Read More...

ସ୍ୱର୍ଗତ ପିତାଙ୍କ ସ୍ମୃତି ଅବସରରେ ପୁତ୍ରଙ୍କ ଭୂମିଦାନ

କଳାହାଣ୍ଡି, (ପି. କେ ସାହୁ) : କଳାହାଣ୍ଡି ଜିଲ୍ଲା କୁଲତା ସମାଜର ପୂର୍ବତନ ସଭାପତି ଦିବଂଗତ ତ୍ରିଲୋଚନ ପଧାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ସୁପୁତ୍ର ଅଶୋକ ପଧାନ ଏକ ଭବନ ନିର୍ମାଣ ନିମନ୍ତେ ଶୁକ୍ରବାର ଦିନ କୁଲତା ସମାଜର ଜିଲ୍ଲା, ଆଞ୍ଚଳିକ ତଥା ଗ୍ରାମ୍ୟ କମିଟି ଭାନପୁରର ଉପସ୍ଥିତିରେ
Read More...

ଭବାନୀପାଟଣା ଠାରେ ସ୍ଥାୟୀ ଜୀବିକା ଓ ଜଳବାୟୁ ପରିବର୍ତ୍ତନ ଶୀର୍ଷକ କର୍ମଶାଳା ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ଯୋଜନା କାର୍ଯ୍ୟଳୟର ସଭାଗୃହରେ ସ୍ତାୟୀ ଜୀବିକା ଓ ଜଳବାୟୁ ଶୀର୍ଷକ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ଜିଲ୍ଲାସ୍ତରୀୟ ଅଧିକାରୀ, ବେସରକାରୀ ସଂସ୍ଥା ଗୁଡ଼ିକର ପ୍ରତିନିଧି ପଞ୍ଚାଜୟତିରାଜ
Read More...

ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା

କଳାହାଣ୍ଡି, (ପି.କେ. ସାହୁ) : ଓଡ଼ିଶାରେ ହେବାକୁ ଥିବା ହକି ବିଶ୍ୱକପ - ୨୦୨୩ ଉପଲକ୍ଷେ କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଶିକ୍ଷ୍ୟା ବିଭାଗ ତରଫରୁ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ତତ୍ୱାବଧାନରେ ବ୍ଲକସ୍ତରୀୟ
Read More...

ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାପୀଠ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ତତ୍ୱାବଧାନରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଶିକ୍ଷ୍ୟାବିତ୍‌ ତଥା
Read More...

ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ତୁଷୁରା ଇଲେଭେନ ଷ୍ଟାର ଚମ୍ପିୟାନ କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍‌
Read More...

ମଦନପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ୧୬ତମ ଶତବାର୍ଷିକୀ ସ୍ମାରକୀ ଉତ୍ସବ ପାଳିତ

ଦୁଇ ଜଣ ମୁଖ୍ୟମନ୍ତ୍ରୀ ଆସିଥିବା ବିଦ୍ୟାଳୟ ଏବେ ବି ଅବହେଳିତ କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ୧୬ତମ ଶତବାର୍ଷିକୀ ଉତ୍ସବ ସ୍କୁଲ ପରିଚାଳନା କମିଟି ସଭାପତି ଯୁଧିଷ୍ଠିର ସିଂଙ୍କ ସଭାପତିତ୍ୱରେ
Read More...