ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଲହୁ ଲୁହାଣ ହେଲେ ଯୁବତୀ
କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଗୋଛାଡେଙ୍ଗେନ ଗ୍ରାମ ପଞ୍ଚାୟତର ବାଲିଗୁଡା ଗ୍ରାମରେ ଗତକାଲି ଭାଲୁ ଆକ୍ରମଣରେ ଲହୁ ଲୁହାଣ ହୋଇଛନ୍ତି ଜଣେ ଯୁବତୀ । ମିଳିଥିବା ସୂଚନା ଅନୁସାରେ ଗତକାଲି ଦିନ ୧ ଘଣ୍ଟା ସମୟରେ ଲିଲି ଭୋଇ(୨୦) ପାଖ ଜଙ୍ଗଲକୁ ଶୌଚ ପାଇଁ!-->…
Read More...
Read More...