ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏଏସ୍ଆଇ ରମେଶ ଚନ୍ଦ୍ର ପଟ୍ଟନାୟକ
କେସିଙ୍ଗା, (ପି. କେ. ସାହୁ) : ଲାଞ୍ଚ ନେବା ବେଳେ ପୋଲିସ ଏଏସ୍ଆଇ ରମେଶ ଚନ୍ଦ୍ର ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି । ସେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ । ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ!-->…
Read More...
Read More...