ତିନି ଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦ୍ଯାପିତ : ଅନ୍ତରାଜ୍ୟ ସ୍ୱଦେଶୀ ବିହନ ସଂରକ୍ଷଣ ସଂଗଠନ ଗଠିତ
କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ସୋମବାର ଠାରୁ ଆରମ୍ଭ ହୋଇଥିବା ତିନିଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ବୁଧବାର ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ବ୍ଲକ!-->…
Read More...
Read More...