Browsing Tag

kalahandi news

ଅଲାତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦମ୍ପତିଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କଳାହାଣ୍ଡି, (ପି.କେ.ସାହୁ) : କଲାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବାବାଜୀ ଚରଣ ରାଉତ ଓ ଶିକ୍ଷୟତ୍ରୀ ମନୋରମା ସାମଲ ଉଭୟ ଶିକ୍ଷକ ଦମ୍ପତିଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଗତକାଲି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ସ୍କୁଲ ପରିଚାଳନା
Read More...

ମଦନପୁର କାଳୀପୀଠ ଠାରେ ଅଷ୍ଟ ପ୍ରହରୀ ନାମଯଜ୍ଞ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମଦନପୁର ମା' କାଳୀପୀଠ ଠାରେ କାମନା ଦଣ୍ଡ ପାଇଁ ବ୍ରତଧାରୀଙ୍କ ୧୩ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ରବିବାର ଅପରାହ୍ନରେ କଳସ ଓ ଅଧିବାସରୁ ଗତକାଲି ଦଧିଭାଣ୍ଡ ନଗର
Read More...

ଭବାନୀପାଟଣାଠାରେ ପଞ୍ଚାୟତ ନିର୍ବାଚନ ୨୦୨୨ ପରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି ଭବାନୀପାଟଣା ସ୍ଥାନୀୟ ଡିଆର୍‌ଡି ଏ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରଥମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ମୁଖ୍ୟତଃ ପଣ୍ଡା,
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ସମିତି ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଡ଼କ ପରିବହନ ଅଧିକାରୀ ରାମ ନିବାସ ସିର୍କା ଏଜେଣ୍ଡା ଅନୁଯାୟୀ ସଭା
Read More...

ନର୍ଲାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଲାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ. ଗାଭାଲି ପରାଗ ହର୍ଷଦ୍‌ଙ୍କ ଅଧକ୍ଷତାରେ ଆରକ୍ଷୀ ଅଧିକ୍ଷକ ଡ. ଶ୍ରବଣା ବିବେକ ଏମ, ପିଡି, ଡି ଆର୍ ଡିଏ ସୋମେଶ କୁମାର ଉପାଧ୍ୟାୟଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ
Read More...

କର୍ମେଗାଁ ପଞ୍ଚାୟତରେ ନୂତନ ଡାକଘର ଉଦ୍‌ଘାଟନ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନ କର୍ମେଗାଁ ଗ୍ରାମ ପଞ୍ଚାୟତ ଠାରେ ଶନିବାର ଦିନ ନୂତନ ଡାକଘର ଶାଖା ଉଦ୍‌ଘାଟନ ହୋଇଯାଇଛି । ଏହି କ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଯୋଗଦାନ କରି ନୂତନ ଶାଖାକୁ ଉଦ୍‌ଘାଟନ
Read More...

ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ : ଯୁବକ ଅଟକ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କୋକସରା ଥାନା ଗତାବନ୍ଧ ଗ୍ରାମରେ ଜଣେ ଯୁବତୀଙ୍କୁ ସେହି ଗ୍ରାମର ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ଅଭିଯୋଗ ପରେ କୋକସରା ପୁଲିସ ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଥିବା ଜଣାପଡ଼ିଛି ସୂଚନାନୁସାରେ, ଗତାବନ୍ଧ
Read More...

ଜୟପାଟଣାଠାରେ ବହୁଚାରା ମାତା ପୂଜନୋତ୍ସବ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଅଞ୍ଚଳରେ କିନ୍ନରଙ୍କ ଦ୍ବାରା ବହୁଚାରା ମାତାଙ୍କ ପୂଜନୋତ୍ସବ ଅନୁଷ୍ଠିତ ହୋଇଛି । ଏହି ପୂଜନୋତ୍ସବରେ ବିଭିନ୍ନ ଅଞ୍ଚଳରୁ କିନ୍ନର ଆସି ଯୋଗଦାନ କରି ମା'ଙ୍କ ଠାରେ ପୂଜାର୍ଚ୍ଚନା କରିଛନ୍ତି । ଶୁକ୍ରବାର ସନ୍ଧ୍ୟାରେ କିନ୍ନରମାନେ
Read More...

ତିନି ଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦ୍‌ଯାପିତ : ଅନ୍ତରାଜ୍ୟ ସ୍ୱଦେଶୀ ବିହନ ସଂରକ୍ଷଣ ସଂଗଠନ ଗଠିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ସୋମବାର ଠାରୁ ଆରମ୍ଭ ହୋଇଥିବା ତିନିଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ବୁଧବାର ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ବ୍ଲକ
Read More...

ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦ୍‌ଯାପିତ

ପାଣି ପାଇଁ ଡହଳବିକଳ ପର୍ଯ୍ୟଟକ, ଟ୍ରାଫିକ୍ ସମସ୍ୟା ନାକେଦମ୍ କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ୮ ଦିନ ଧରି ଚାଲିଥିବା ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଏହି
Read More...