ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ମୃତ, ୨ ଗୁରୁତର
କଳାହାଣ୍ଡି, (ପି.କେ.ସାହୁ) : ଆଜି ସକାଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।!-->…
Read More...
Read More...