Browsing Tag

kalahandi news

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମାବେଶ ଅନୁଷ୍ଠିତ

କଳାହାଣ୍ଡି, (ପି. କେ. ସାହୁ) : କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟଣାସ୍ଥିତ ଏସ୍‌ଏନ୍‌ କନଫରେନ୍ସ ହଲ ପରିସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲା ଆଶା ଓ ଗାଁ କଲ୍ୟାଣ ସମିତି ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର…
Read More...

କଳାହାଣ୍ଡି ଜିଲ୍ଲା ଅଭିଭାବକ ସମ୍ମିଳନୀ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ଓ ମ. ରାମପୁର ବ୍ଲକ ସିମାରେ ଥିବା ଶାନ୍ତି ବନ ଠାରେ ଭୁବନେଶ୍ୱର ସ୍ଥିତ ନବଜ୍ୟୋତି ବିଜ୍ଞାନ କଲେଜ ପକ୍ଷରୁ କଳାହାଣ୍ଡି ଜିଲ୍ଲାର ଅଭିଭାବକ/ଅଭିଭାବିକା ମାନଙ୍କୁ ନେଇ ଏକ ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଥିଲା । ଏଥିରେ…
Read More...

ମ.ରାମପୁର ପଞ୍ଚାୟତ ମଟୋଗଣ୍ଡା ଶୈବପୀଠ ପରିସରରେ ସିଆର୍‌ପିଏଫ୍‌ ଏଫ୍ ୬୪ ବାଟାଲିୟନ ପକ୍ଷରୁ ସିଭିଲ ଆକ୍ସନ ଜନସମ୍ପର୍କ…

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମୋଟୋଗଣ୍ଡା ଶୈବପୀଠ ପରିସରରେ ମ. ରାମପୁର ସିଆର୍‌ପିଏଫ୍‌ ଏଫ୍ ୬୪ ବାଟାଲିୟନ ପକ୍ଷରୁ ସିଭିଲ ଆକ୍ସନ ଜନସମ୍ପର୍କ ମେଳା ଅନୁଷ୍ଠିତ ହୋଇଯାଇଛି । ଓଡିଶା ସେକ୍ଟର ଭୁବନେଶ୍ୱରର ପୁଲିସ ମହାନିରୀକ୍ଷକ (ଆଇଜି) ସଂଗ୍ରାମ କେଶରୀ…
Read More...

ଲଗାତାର ଦୁଇ ଥର ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ହେଲେ ମହାନ୍ତି ଦମ୍ପତ୍ତି

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ନର୍ଲା ପଞ୍ଚାୟତ ସମିତି ପରିସରରେ ଚାଲିଥିବା ଉପାଧ୍ୟକ୍ଷ ନିର୍ବାଚନର ଫଳାଫଳ ଘୋଷିତ ହୋଇଛି । ନର୍ଲା ବ୍ଲକ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ତୁଲାପଡା ସମିତି ସଭ୍ୟ ଦୁର୍ଗାପ୍ରସାଦ ମହାନ୍ତି (ମୁନ୍ନା) । ୨୦୧୭ରେ ମଧ୍ୟ ଶ୍ରୀ…
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏଏସ୍‌ଆଇ ରମେଶ ଚନ୍ଦ୍ର ପଟ୍ଟନାୟକ

କେସିଙ୍ଗା, (ପି. କେ. ସାହୁ) : ଲାଞ୍ଚ ନେବା ବେଳେ ପୋଲିସ ଏଏସ୍‌ଆଇ ରମେଶ ଚନ୍ଦ୍ର ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି । ସେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ । ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
Read More...

ଡି. କର୍ଲାଖୁଣ୍ଟା ଗ୍ରାମ ପଞ୍ଚାୟତ ଠାରେ ମ. ରାମପୁର ବନାଞ୍ଚଳ ତରଫରୁ ବିଶ୍ୱ ବନଦିବସ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ମ.ରାମପୁର ବନାଞ୍ଚଳ ଅନ୍ତର୍ଗତ ଡି. କର୍ଲାଖୁଣ୍ଟା ଗ୍ରାମ ପଞ୍ଚାୟତଠାରେ ଓଡିଶା ସରକାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମ. ରାମପୁର ବନାଞ୍ଚଳ ତରଫରୁ ବିଶ୍ୱ ବନଦିବସ ପାଳନ ସହିତ ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କୁ…
Read More...

ତେରେସିଙ୍ଗା ପୂର୍ବତନ ସରପଞ୍ଚ ଜୟଶ୍ରୀ ନାଏକଙ୍କ ଅକାଳ ବିୟୋଗ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକର ତେରେସିଙ୍ଗା ପଂଚାୟତର ପୂର୍ବତନ ସରପଞ୍ଚ ଜୟଶ୍ରୀ ନାଏକଙ୍କ ଆଜି ଅକାଳ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୩ ବର୍ଷ ହୋଇଥିଲା । ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ । ସ୍ୱର୍ଗତା ନାଏକ ତେରେସିଙ୍ଗା ପଂଚାୟତର ପ୍ରଥମ…
Read More...

କାୟକଳ୍ପ ଟିମ୍‌ର କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭିତ୍ତିଭୂମି ସମୀକ୍ଷା

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜ଼ିଲ୍ଲା କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ ପାଇଁ ମଙ୍ଗଳବାର କାୟକଳ୍ପ ଟିମ ସଦସ୍ୟ ପହଂଚି ଭିତ୍ତିଭୂମି ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି । ମଧ୍ୟାହ୍ନରେ ଏହି ଟିମ୍ ପହଞ୍ଚିବା ପରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…
Read More...

ବିବେକାନନ୍ଦ କ୍ଲବରେ ଜାତୀୟ ଖାଉଟି ଅଧିକାର ଦିବସ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅନ୍ତର୍ଗତ ଅଲାତରା ଠାରେ ବିବେକାନନ୍ଦ କ୍ଲବ ଆନୁକୂଲ୍ୟରେ ନେହେରୁ ଯୁବ କେନ୍ଦ୍ର ଭବାନୀପାଟଣା ସହଯୋଗରେ ଆଜି ଜାତୀୟ ଖାଉଟି ଅଧିକାର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନବ ନିର୍ବାଚିତ ସମିତି ସଭ୍ୟ…
Read More...

ସମାଜସେବୀ ଯଶୋବନ୍ତଙ୍କ ଟ୍ୱିଟ ପରେ ତିନି ଅସହାୟ ଅନାଥ ଭାଇ ଭଉଣୀ ପାଇଲେ ସରକାରୀ ସହାୟତା

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଉଚ୍ଚଳା ପଂଚାୟତ ନୂଆଗୁଡା ଗାଁର ଜଗମୋହନ ନାଗଙ୍କ ପୁଅ ଲିଙ୍ଗରାଜ ନାଗଙ୍କ ଗତବର୍ଷ କରୋନା ସମୟରେ ଦେହାନ୍ତ ହୋଇଥିଲା । ବଡ ପୁଅର ଦେହାନ୍ତ ପରେ ମାନସିକତା ହରାଇ ତାଙ୍କ ମା' ନବୀନା ନାଗଙ୍କ ମଧ୍ୟ ଅକ୍ଟୋବର ମାସରେ ଦେହାନ୍ତ…
Read More...