Browsing Tag

kalahandi news

ପିଏମ୍‌ ଶ୍ରୀ ସରକାରୀ ହାଇସ୍କୁଲ ଜୁନାଗଡରେ ବିଶ୍ୱ ଧରିତ୍ରୀ ଦିବସ ପାଳିତ

କଳାହାଣ୍ଡି, (କେପିଏନ୍‌ଏନ୍‌) : ପିଏମ୍‌ ଶ୍ରୀ ସରକାରୀ ହାଇସ୍କୁଲ ଜୁନାଗଡରେ ବିଶ୍ୱ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ଶିକ୍ଷାବିତ ଆର୍ତତ୍ରାଣ ବାଗ ମୁଖ୍ୟ ଅତିଥି ରୂପେ
Read More...

ଓଡ଼ିଶା ଲେଖିକା ସଂସଦର ୩୨ତମ ବାର୍ଷିକ ଉତ୍ସବ

ସମ୍ମାନିତ ହେଲେ ଗାଳ୍ପିକା କଳ୍ପନା ରଥ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡ଼ିଶା ଲେଖିକା ସଂସଦର ୩୨ତମ ବାର୍ଷିକ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ ଉଦଘାଟନ କରିଥିଲେ । ଉପ
Read More...

ବୋମା ପକାଇ ଟଙ୍କା ଲୁଟ ଉଦ୍ୟମ ଘଟଣା : ପାଞ୍ଚ ଗିରଫ ପିସ୍ତଲ ଓ ବାଇକ ଜବତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସହରର ଜନଗହଳି ରାସ୍ତାରେ ଦିନ ବେଳେ ଲଙ୍କାଗୁଣ୍ଡ ଓ ବୋମା ପକାଇ ଟଙ୍କା ଲୁଟ ଉଦ୍ୟମ ଘଟଣା କଳାହାଣ୍ଡି ଜିଲ୍ଲାରେ ଆତଙ୍କ ଖେଳାଇ ଦେଇଛି । ଏହି ଘଟଣାରେ ସମ୍ପୃକ୍ତ ପାଞ୍ଚ ଜଣ ଡକାୟତଙ୍କୁ ପୁଲିସ ଧରିବାରେ ସଫଳ ହୋଇଛି । ସୂଚନାନୁଯାୟୀ,
Read More...

ଜେପିଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ସାମ୍ବାଦିକ ସମୂହ ଆନୁକୂଲ୍ୟରେ କଲମପୁର ମିନି ଷ୍ଟାଡିୟମରେ ଆଜି ଜର୍ଣ୍ଣାଲିଷ୍ଟ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ
Read More...

ଦାଦିଜୀ ରତନ ମୋହିନୀଙ୍କ ଦ୍ୱାଦଶାହ ସ୍ମୃତି ସଭା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ମାଉଣ୍ଟଆବୁ ରାଜସ୍ଥାନର ମୁଖ୍ୟ ପ୍ରଶାସିକା ଦାଦି ରତନ ମୋହିନୀଜୀଙ୍କ ଦ୍ୱାଦଶାହ ଅବସରରେ ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ କଲମପୁର ଶାଖାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ପର୍ଶୁରାମ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆସନ୍ତା ଅପ୍ରେଲ ୨୯ ତାରିଖ ଦିନ ସ୍ଥାନୀୟ ବାଲାଜୀ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ପର୍ଶୁରାମ ଜୟନ୍ତୀ ପାଳନ ଉପଲକ୍ଷେ କଳାହାଣ୍ଡି ଲେଖକ କଳା ପରିଷଦ ସମ୍ମିଳନୀ କକ୍ଷରେ ବ୍ରାହ୍ମଣ ସମାଜ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ ଅବସରରେ କଳାହାଣ୍ଡି ଜିଲ୍ଲା ବିଜେଡି ପକ୍ଷରୁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା । ସ୍ଥାନୀୟ ହସ୍ପିଟାଲ ଛକ ଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି
Read More...

କଲମପୁର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି । ମୋଟ ୨୪ ଜଣ ଭୋଟରଙ୍କ ମଧ୍ୟରୁ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଏବଂ ସମିତି ସଭ୍ୟ ଓ ସରପଞ୍ଚ
Read More...

କଳାହାଣ୍ଡି ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଭୀମ ରାଓ ଆମ୍ବେଦକରଙ୍କ ୧୩୪ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ସମାରୋହ କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ପାଳିତ ହୋଇଯାଇଛି । ଏହି ଅବସରରେ ଭବାନୀପାଟଣା ସହର ସ୍ଥିତ ଭାରତ ରତ୍ନ
Read More...

ପୁରାତନ ଛାତ୍ର ସଙ୍ଘ ପାଳିଲା ଆମ୍ବେଦକର ଜୟନ୍ତୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି ବାବା ସାହେବ ଡକ୍ଟର ଆମ୍ବେଦକରଙ୍କ ୧୩୪ତମ ଜନ୍ମ ଜୟନ୍ତୀ ଅବସରରେ ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ର ସଂଘ ତରଫରୁ ବିଶ୍ୱବିଦ୍ୟାଳୟ ନର୍ଥ ହଷ୍ଟେଲ କ୍ୟାମ୍ପସ ଠାରେ ଭାରତ ରତ୍ନ ଡ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
Read More...