Browsing Tag

kalyansinghpur news

ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ହିନ୍ଦୀ ଦିବସ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ଓଡ଼ିଶା ଆର୍ଦଶ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ସଙ୍ଗୀତ ପଲକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିବା ସହ ହିନ୍ଦୀ ଭାଷାର ମହତ୍ତ୍ଵ ବିଷୟରେ ବର୍ଣ୍ଣନା କରିଥିଲେ । ପୂର୍ବତନ
Read More...

ଏକ ଦିବସୀୟ କର୍ମଶାଳା ଓ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ ଅଧିନସ୍ଥ ବ୍ଲକ ସଭାଗୃହଠାରେ ଆଇ.ଟି.ସି. ମିଶନ ସୁନେହରା କଲ୍ ପ୍ରକଳ୍ପ ଏବଂ ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇ.ଟି.ଡ଼ି.ଏ.) ମିଶନ ଜୀବିକାର ମିଳିତ ଆନୁକୂଲ୍ୟରେ ସ୍ବେଛାସେବୀ ସଂଗଠନ ମାନବ ଅଧିକାରୀ ସେବା ସମିତି (ମାସ୍)
Read More...

ନାଗାବଳୀ ନଦୀରେ ବୁଡ଼ି ଶିଶୁ ମୃତ

କଲ୍ୟାଣସିଂହପୁର : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ କରପା ପଞ୍ଚାୟତ ଅଧିନସ୍ଥ କୃଷ୍ଣପାତ୍ରଗୁଡା ଗାଁର ବୀରେନ୍ଦ୍ର ନିସିକାଙ୍କ ଏକ ମାତ୍ର ପାଞ୍ଚ ବର୍ଷର ପୁଅ ଧର୍ମେଶ୍ ନିସିକା ତାଙ୍କ ଦୁଇ ସାଙ୍ଗ ସହିତ ମଙ୍ଗଳ ବାର ଦିନ ମଧ୍ୟାହ୍ନ ସାଢ଼େ ତିନିଟା ସମୟରେ ନାଗାବଳୀ ନଦୀକୁ
Read More...

୨୪ଜଣ ନିୟମଗିରି ଡଙ୍ଗରିଆ କନ୍ଧ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତରେ ୨୪ଜଣ ନିୟମଗିରି ଡଙ୍ଗରିଆ କନ୍ଧ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି । ଏଥିରେ ତହସିଲଦାର ସୁଧାକର ରଇତ, ଅତିରିକ୍ତ ତହସିଲଦାର ଗଣେଶ ଦଳେଇ, ଡବ୍ଲ୍ୟୁ ଇଓ ଚନ୍ଦନ ଦାସ ବାଙ୍ଗାରି, ସୁନାଖଣ୍ଡି
Read More...

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସମିତି କାର୍ଯ୍ୟାଳୟର ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ଭୀମସେନ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣିରେ ବିଡ଼ିଓ ତାପସ କୁମାର ଭୋଇ, ଏବିଡ଼ିଓ ବଳରାମ ପାତ୍ର, ଅତିରିକ୍ତ ତହସିଲଦାର
Read More...

ବାଲ୍ୟ ବିବାହ ରୋକିବା ପାଇଁ ସଚେତନତା ରଥକୁ ସ୍ୱାଗତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇଠାରେ ବାଲ୍ୟ ବିବାହ ରୋକିବା ପାଇଁ ସଚେତନତା ରଥକୁ ସ୍ୱାଗତ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ବାହାରିଥିବା ବାଲ୍ୟ ବିବାହ ରୋକିବା ପାଇଁ ସଚେତନତା ରଥ କାଶୀପୁର ବ୍ଲକରେ ସଚେତନତା କରି ଆସିବା ପରେ ଆଜି ବ୍ଲକ ପ୍ରଶାସନ
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଓ ପଞ୍ଚମ ବୃତ୍ତି ପରୀକ୍ଷା ଅନୁଷ୍ଠିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଶ୍ରେଣୀ ବୃତ୍ତି ୧୭୪ ଜଣ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ୧୩୯ ଜଣ ଛାତ୍ରଛାତ୍ରୀ ବୃତ୍ତି ପରୀକ୍ଷା ଦେଇଥିବା ସୂଚନା ମିଳିଛି । ତୃତୀୟ ଶ୍ରେଣୀରେ ୧୯୭ ପରୀକ୍ଷା ଦେବା
Read More...