ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ସପ୍ତାହ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ଭାରତ ସରକାରଙ୍କ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାପାଇଁ ତୁରେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସାକ୍ଷରତା ସପ୍ତାହ ପାଳିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ!-->…
Read More...
Read More...