ନିର୍ଝରିଣୀ ତରଫରୁ ଗୁରୁ ପୂର୍ଣ୍ଣିମା ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଓ ଅଖିଳ ଭାରତୀୟ ସାହିତ୍ୟ ପରିଷଦ କଣ୍ଟାବାଞ୍ଜିର ମିଳିତ ଆନୁକୂଲ୍ୟରେ ଚଟୁଅନକାସ୍ଥିତ ଶୈବପୀଠଠାରେ ଗୁରୁ ପୂର୍ଣ୍ଣିମା ପାଳିତ ହୋଇଥିଲା । ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ!-->…
Read More...
Read More...