ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କନ୍ଧମାଳ ଜିଲ୍ଲା କଂଗ୍ରେସ । ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖ ଗୁରୁବାର କନ୍ଧମାଳ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ରାଜ୍ୟରେ ନାରୀ!-->…
Read More...
Read More...