Browsing Tag

kandhamal news

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା, ଦୁଇ ଗୁରୁତର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁମୁରିଗୁଡା ନାଳ ନିକଟରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ।
Read More...

ନେହରୁ ଯୁବ କେନ୍ଦ୍ର ତରଫରୁ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଜିଲ୍ଲା କ୍ରୀଡା କାର୍ଯ୍ୟାଳୟ ପରିସରରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ସ୍ୱାସ୍ଥ୍ୟ ଓ
Read More...

କନ୍ଧମାଳରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ, ୨୭ ଜଣଙ୍କର ଶୁଣାଣି ହେଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ଦୁଇ ବର୍ଷ ପରେ ସୋମବାର ଦିନ ଖୋଲିଛି କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ । ଯାହାକୁ ନେଇ ଜିଲ୍ଲାବାସୀ ଖୁସି ବ୍ୟକ୍ତ କରିଛନ୍ତି । ସେହିପରି ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି ।
Read More...

ପାରିବାରିକ କଳହରୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଦେଲା ସ୍ୱାମୀ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଗ୍ନୀକୁ ସାକ୍ଷୀ ରଖି ବିବାହ କରିଥଲେ । ଆଉ ସୁଖଦୁଃଖରେ ସାଥୀ ହୋଇ ରହିବାକୁ କଥା ଦେଇଥିଲେ ସ୍ୱାମୀ । ହେଲେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ, ଯୁକ୍ତିତର୍କ ହୋଇଥିଲା । ଏଥିରେ ହଠାତ ଉତ୍ୟକ୍ତ ହୋଇ ନିଷ୍ଠୁର ସ୍ୱାମୀ ଟାଙ୍ଗିଆରେ
Read More...

ବିଦ୍ୟାଳୟର ଟଙ୍କା ଖାଇଗଲେ : କୋର୍ଟ ଶୁଣାଇଲେ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡ ଓ ୩୦ ହଜାର ଟଙ୍କା ଜୋରିମାନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍କୁଲ୍‌ର ବିକାଶ ପାଇଁ ଟଙ୍କା ଆସିଲା, ହେଲେ ମାଷ୍ଟ୍ରେ ଓ ସ୍କୁଲ୍ ପରିଚଳନା କମିଟି ଅଧ୍ୟକ୍ଷ ସବୁ ଚଳୁ କରିଦେଲେ । ଏବେ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଉଭୟଙ୍କୁ ମିଳିଛି ସଜା । ଘଟଣାରୁ ପ୍ରକାଶ ଯେ, ତୁମୁଡ଼ିବନ୍ଧ ବ୍ଳକ ଧୁଡୁସି
Read More...

କାର୍ଯ୍ୟରତ ସାମ୍ବାଦିକଙ୍କୁ ପୋଲିସର ଅତ୍ୟାଚାର ପ୍ରତିବାଦରେ କନ୍ଧମାଳ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟରେ ସାମ୍ବାଦିକମାନଙ୍କ ଉପରେ ପୋଲିସର ମାତ୍ରାଧିକ ଅତ୍ୟାଚାର ବଢି ବଢି ଚାଲିଛି । ପ୍ରତିବାଦ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ । ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ପ୍ରତି ପୋଲିସର ଜଘନ୍ୟ ଅତ୍ୟାଚାରର ପ୍ରତିବାଦରେ କନ୍ଧମାଳ ଉତ୍କଳ
Read More...

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଜଣେ ଜଣାଶୁଣା ଅବସରପ୍ରାପ୍ତ ଶିକ୍ଷକ ଭୀମସେନ ସାହୁଙ୍କର ଅକାଳ ବିୟୋଗ ଘଟିଛି । ସେ ଜଣେ କର୍ତ୍ତବ୍ୟ ନିଷ୍ଠ ସମୟାନୁବର୍ତ୍ତିତା ଶିକ୍ଷକ ଥିଲେ । କର୍ମମୟ ଜୀବନରେ ସେ ସଚ୍ଚୋଟ, ମିଷ୍ଟଭାଷୀ ଓ କର୍ମତତ୍ପର ବ୍ୟକ୍ତି ଭାବେ
Read More...

ଆଜି ଭୋଟ ଗଣତି : ଆଶା ଓ ଆଶଙ୍କାରେ କର୍ମୀ ଓ ନେତା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ହେବ ପୌର ଓ ଏନ୍‌ଏସିର ଭୋଟ ଗଣତି । ଫଳରେ ନିର୍ବାଚନ ରଣାଙ୍ଗନରେ ଓହ୍ଲଇଥିବା ପ୍ରାର୍ଥୀ ଓ ସମର୍ଥକ ମାନେ ଆଶା ଓ ଆଶଙ୍କାରେ ଅଛନ୍ତି । ଫୁଲବାଣୀ ମ୍ୟୁନିସିପାଲିଟି ଓ ବାଲିଗୁଡ଼ା ଏବଂ ଜି. ଉଦୟଗିରିର ଅଧ୍ୟକ୍ଷ ପଦବୀ ଜିତିବେ ବୋଲି ବିଜେଡି,
Read More...

ପୌର ଭୋଟ ପାଇଁ ପୁଲିଙ୍ଗ ଟିମ ବୁଥରେ ପହଞ୍ଚିଲେ : ଆଜି ଭୋଟ ଗ୍ରହଣ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୁରୁବାର ପୌର ନିର୍ବାଚନ ହେବ, ଏ ନେଇ ସକାଳ ୮ଘଣ୍ଟାରୁ ସଂଧ୍ୟା ୫ ଘଣ୍ଟା ଯାଏ ଭୋଟଗ୍ରହଣ ହେବ । ନିର୍ବାଚନ ପାଇଁ ପୁଲିଙ୍ଗ ପାର୍ଟି ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବୁଥ ଗୁଡିକରେ ପହଞ୍ଚି ଗଲେଣି । କନ୍ଧମାଳ ଜିଲାର ଫୁଲବାଣୀ
Read More...

କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତାଙ୍କ ଗାଡିକୁ ଭାଙ୍ଗିଲେ ଦୁର୍ବୃତ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଗାଡିକୁ କୌଣସି ଦୁର୍ବୃତ୍ତ ଗତ ରାତିରେ ଭାଙ୍ଗିଦେଇଥିବା ଜଣାପଡିଛି । ପ୍ରକାଶ ଯେ, ଶ୍ରୀ ତ୍ରିପାଠୀ କନ୍ଧମାଳ ଜିଲ୍ଲା ଫୁଲବାଣୀରେ ପୌରପରିଷଦ
Read More...