Browsing Tag

kandhamal news

ବହୁ ଚର୍ଚ୍ଚିତ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣା, ୯ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ଚର୍ଚ୍ଚିତ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ । ୯ ଅଭିଯୁକ୍ତଙ୍କୁ ଗିରଫ କଲା ଫୁଲବାଣୀ ସଦର ଥାନା ପୋଲିସ । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଡକାଙ୍ଗିର ରାଜେନ୍ଦ୍ର ମଲ୍ଲିକ, ଟୁକୁନା ମଲ୍ଲିକ,
Read More...

କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଇଡି ସମନ ନେଇ ବିଜେପି ଏବଂ ଇଡି ବିରୁଦ୍ଧରେ ଜୋରଯାର ପ୍ରତିବାଦ ଏବଂ ବିକ୍ଷୋଭ କରାଯାଇଛି । ଏଥିରେ ଜିଲ୍ଲା କଂଗ୍ରେସ ସଭାପତି
Read More...

କନ୍ଧମାଳରେ ଏସ୍‌ଓଜି ଓ ଡ଼ିଭିଏଫ୍‌ ଯବାନଙ୍କ ମିଳିତ କୁମ୍ବିଙ୍ଗ ଅପରେସନ : ବହୁ ମାଓ ସାମଗ୍ରୀ ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଏସ୍‌ପି ଭିନୀତ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଓଜି ଏବଂ ଡ଼ିଭିଏଫ୍‌ ଯବାନମାନେ ସୋମବାର ବାଲିଗୁଡା ଥାନା ଅନ୍ତର୍ଗତ ତିଲକୀ ଗ୍ରାମ ନିକଟ ଜଙ୍ଗଲରେ କୁମ୍ବିଙ୍ଗ ଅପରେସନ କରିବା ସହ ମାଓବାଦୀ କ୍ୟାମ୍ପ ଉପରେ ମଧ୍ୟ ଚଢ଼ାଉ କରି
Read More...

ନାବାର୍ଡ ଓ ମହାଶକ୍ତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ କୃଷକ ଉତ୍ପାଦକ କମ୍ପାନୀ, ସରକାରୀ ଅଧିକାରୀ ତଥା କୃଷକମାନଙ୍କର…

କନ୍ଧମାଳ, (କେପିଏନ୍‌ଏସ୍‌) : ସ୍ଥାନୀୟ ବ୍ଲକ୍ ସମ୍ମିଳନୀ କକ୍ଷରେ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ତଥା ନାବାର୍ଡ ଓ ମହାଶକ୍ତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ କୃଷକ ଉତ୍ପାଦକ କମ୍ପାନୀ, ସରକାରୀ ଅଧିକାରୀ ତଥା କୃଷକମାନଙ୍କ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଫୁଲବାଣୀରେ ଘର ଭୁଷୁଡି ମା’ ଓ ଝିଅ ମୃତ, ବାପ ପୁଅ ଗୁରୁତର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ କଚା ଘର ଭୁଶୁଡ଼ି ଗୋଟଏ ପରିବାରର ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଫୁଲବାଣୀ ମୁଖ୍ୟ
Read More...

ପୋଲିସ ହାବିଲଦାରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ କାର୍ଯ୍ୟରତ ପୋଲିସ ହାବିଲଦାର କେଶବ ଚନ୍ଦ୍ର ନାଏକଙ୍କୁ ଥାନା ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଶ୍ରୀ ନାୟକଙ୍କ ନିଜ ଘର ଅନୁଗୁଳ ଜିଲ୍ଲାରେ ହୋଇଥିବା ବେଳେ ସେ ତାଙ୍କର ଚାକିରି
Read More...

ବନ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ : ୨୦ ହଜାର ବିଭିନ୍ନ କିସମର ଗଛ ଲଗାଯିବାକୁ ବିଭାଗ ପ୍ରସ୍ତୁତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ତଥା ଖଜୁରୀପଡ଼ା ବନାଞ୍ଚଳ ଅଧିନ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଖଜୁରୀପଡ଼ା ବନାଞ୍ଚଳ ଅଧିକାରୀ ଅଜିତ୍ କୁମାର ସାହାଣୀଙ୍କ ତତ୍ୱାବଧାନରେ ବୃକ୍ଷରୋପଣ କାର୍ଯ୍ୟ ଆରମ୍ଭ କରାଯାଇଛି । ସଂରକ୍ଷିତ ଜଙ୍ଗଲରେ
Read More...

କନ୍ଧମାଳରେ ପଶିଲା ଧଳା ଜହର : ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇଯାଇଛି । ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ
Read More...

କନ୍ଧମାଳ ଜିଲ୍ଲା ବିଜେପି ତରଫରୁ କଳା ଦିବସ ପାଳନ

କନ୍ଧମାଳ, (କେପିଏନ୍‌ଏସ୍‌) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଠାକୁରାଣୀ ଯାତ୍ରା କାର୍ଯ୍ୟାଳୟ ଠାରେ ଜିଲ୍ଲା ବିଜେପି ଦଳ ପକ୍ଷରୁ କଳା ଦିବସ ପାଳନ ପୂର୍ବକ ଏକ ବୈଠକ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସଂଯୋଜକ ଭାବେ ଦେବ ନାରାୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

କନ୍ଧମାଳରେ ଡିଜିଟାଲ୍‌ ଇଣ୍ଡିଆ ସାତ ସପନ : ନେଟ୍‌ୱାର୍କ ପାଇଁ ପାହାଡ଼, ଜଙ୍ଗଲ ଘାଟି ସାହା ଭରଷା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବର୍ତ୍ତମାନ ସମୟରେ ଡିଜିଟାଲ୍‌ କାରବାର ବେଶ୍‌ ବୃଦ୍ଧି ପାଇଛି । ସରକାରୀ ଓ ବେସରକାରୀ ଅଫିସ କାମ ଅନ୍‌ଲାଇନ୍‌ରେ ହେଉଛି । ପାଠପଢ଼ାଠାରୁ ଚାକିରି ଆବେଦନ ପର୍ଯ୍ୟନ୍ତ ସବୁ ଅନ୍‌ଲାଇନ୍‌ । ଏପରିକି କ୍ୟାସ୍‌ଲେସ୍‌ କାରବାର ପାଇଁ ଦେଣନେଣ ମଧ୍ୟ
Read More...