Browsing Tag

kandhamal news

ଦୀର୍ଘ ଦେଢ଼ ବର୍ଷ ପରେ କନ୍ଧମାଳର ସାଇନ୍ସ ପାର୍କ ଖୋଲିଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ମହାମାରୀ ପାଇଁ ଗତ ମାର୍ଚ୍ଚ ମାସ ଶେଷ ସପ୍ତାହରୁ ବନ୍ଦ ଥିବା କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ସାଇନ୍ସ ପାର୍କ ଖୋଲିଲା । ସନ୍ଧ୍ୟାରେ ଆୟୋଜିତ ପୁନଃ ଖୋଲିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌରକାର୍ଯ୍ୟ ନିର୍ବାହୀ ଅଧିକାରୀ
Read More...

କାଲିଗାଡୁ ହିଲଟପ୍‌ର ମନୋରମ ଦୃଶ୍ୟକୁ କନ୍ଧମାଳ ଜିଲ୍ଲାପାଳ ପରିଦର୍ଶନ କଲେ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ସ୍ଥିତ ରାଜାଗାଡା ଜଳପ୍ରପାତ ପର୍ଯ୍ୟଟନ ସ୍ଥଳ ଭାବେ ମାନ୍ୟତା ଦେବାକୁ ଦାବୀ ଜୋର ହେଉଥିବାର ଏକ ବର୍ଷ ନ ପୁରୁଣୁ ଏହି ପଞ୍ଚାୟତ
Read More...

ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟ ଅଭିଯୋଗ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଥିବା ଅଭିଯୋଗ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ପଟାବାଲି ସାହିରେ । ସୂଚନା ଅନୁସାରେ ପ୍ରଶାନ୍ତ କୁମାର ପାଣିଗ୍ରାହୀ ନାମକ ଜଣେ ଜଣାଶୁଣା
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷଙ୍କ ଦିନିକିଆ କନ୍ଧମାଳ ଗସ୍ତ : କନ୍ଧମାଳରେ ଇକୋରିଟ୍ରିଟ୍ ପାଇଁ ଖୋଜା ଚାଲିଛି…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ପାଇଁ ଇକୋରିଟ୍ରିଟ୍ କରାଯିବ । ଏଥିପାଇଁ ଅନ୍ୟ ଏକ ଆକର୍ଷଣୀୟ ସ୍ଥାନର ସନ୍ଧାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ
Read More...

ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ଭାଜପା ଫୁଲବାଣୀ ବ୍ଲକ ତରଫରୁ ଦାବୀପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନା ମହାମାରୀ ସମୟରେ ସର୍ବ ସାଧାରଣ ଖଟିଖିଆ ଦିନ ମଜୁରିଆଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବା ବେଳେ ଅନ୍ୟପଟେ ଘନଘନ ବିଦ୍ୟୁତ କାଟ ସାଙ୍ଗକୁ ବିଜୁଳି ଦରର ଅହେତୁକ ବୃଦ୍ଧି ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଲେଣି । ଏନେଇ କନ୍ଧମାଳ ଜିଲ୍ଲାର
Read More...

କନ୍ଧମାଳ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ କ୍ୟାଣ୍ଡଲ ଶୋଭାଯାତ୍ରା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ଅଘୋଷିତ ବିଦ୍ୟୁତକାଟ, ବିଦ୍ୟୁତ ଶୁଳ୍କ ବୄଦ୍ଧି ଓ ଲୋ ଭୋଲ୍‌ଟେଜର ପ୍ରତିବାଦ କରି ଫୁଲବାଣୀ ସହରର ମାଦିକୁନ୍ଦାଛକ ଠାରୁ ଇଲେକ୍ଟ୍ରି ଅପିସ୍‌ ପର୍ଯ୍ୟନ୍ତ ଏକ କ୍ୟାଣ୍ଡେଲ
Read More...

କନ୍ଧମାଳ ଜିଲ୍ଲାକୁ ରେଳ ସଂଯୋଗକୁ ନେଇ ଓଡିଶାରୁ ରାଜ୍ୟସଭା ସାଂସଦ ରେଳ ମନ୍ତ୍ରୀ ହେବା ପରେ ଆଶା ଉଜ୍ୱଳ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ବି କନ୍ଧମାଳ ଜିଲ୍ଲା ଏକ ରେଳବିହୀନ ଓ ଶିଳ୍ପବିହୀନ ଜିଲ୍ଲା ହୋଇ ରହିଛି । ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ଓ ତାଳଚେର-ଲାଞ୍ଜିଗଡ଼ ଭାୟା ଫୁଲବାଣୀ, ବାଲିଗୁଡ଼ା ଦେଇ ଦୁଇଟି ରେଳ ପ୍ରକଳ୍ପର ସର୍ଭେ କେନ୍ଦ୍ର ସରକାର ସାରିଥିଲେ ।
Read More...

ପାରିଶ୍ରମିକ ଟଙ୍କା ନ ପାଇବାରୁ ଠିକାଦାରଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଘରେ ଘରେ ବିଜୁଳି ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ଏନ.ଟି.ପିସି ଦ୍ଵାରା ଫିଡ଼କୋ କମ୍ପାନୀ ମାଧ୍ୟମରେ ଠିକାଦାରଙ୍କୁ ନେଇ କାମ କଲେ ଏବଂ ଘରକୁ ଘର ବିଜୁଳି ପହଞ୍ଚାଇଲେ ହେଲେ କାମ କରିଥିବା ଠିକଦାର ଅପେକ୍ଷା କରି କରି ବକେୟା ପାଉଣା ଗଣ୍ଡାକ
Read More...

ପୋଖରୀରେ ବୁଡି ବୃଦ୍ଧଙ୍କ ପ୍ରାଣ ଗଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣୀଗ୍ରାହୀ) : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ପସରା ପଂଚାୟତର ଗୂଚ୍ଛାବରୀ ଗ୍ରାମର ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତ ବୃଦ୍ଧ ଜଣକ ହେଲେ ହରିଚନ୍ଦ୍ର ମଲ୍ଲିକ (୭୦) । ହରିଚନ୍ଦ୍ର ଗତକାଲି ସନ୍ଧ୍ୟା ୪ଟାରେ ଶୌଚ
Read More...

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା ଆୟୁଷ ଡାକ୍ତର ସ୍ନେହାଶୀଷ ଗିରି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା ତଥା କନ୍ଧମାଳ ଜିଲ୍ଲା ଖଜୁରୀପଡାରେ କାର୍ୟ୍ୟରତ ଆୟୁଷ ଡାକ୍ତର ସ୍ନେହାଶୀଷ ଗିରି । ଡ.ଗିରି କିଛି ଦିନ ତଳେ କୋଭିଡ ଆକ୍ରାନ୍ତ ହୋଇ ହୋମ ଆଇସୋଲେସନରେ ଥିଲେ । ତେବେ ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ସେ
Read More...