କନ୍ଧମାଳରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ, ୨୭ ଜଣଙ୍କର ଶୁଣାଣି ହେଲା
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ଦୁଇ ବର୍ଷ ପରେ ସୋମବାର ଦିନ ଖୋଲିଛି କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ । ଯାହାକୁ ନେଇ ଜିଲ୍ଲାବାସୀ ଖୁସି ବ୍ୟକ୍ତ କରିଛନ୍ତି । ସେହିପରି ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି ।!-->…
Read More...
Read More...