ଜଙ୍ଗଲରୁ ଦୁଇ ଶିକାରୀ ଗିରଫ : ବନ୍ଧୁକ, ଗୁଳି ଜବତ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଜଙ୍ଗଲ ବିଭାଗ ରେଞ୍ଜ ଅଧିନ ବନ୍ଧଗଡ଼ ଜଙ୍ଗଲ ମଧ୍ୟରୁ ଗତକାଲି ବନ ବିଭାଗ ପକ୍ଷରୁ ଦୁଇ ଜଣ ଶିକାରୀଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ ସହ ୧୦ଟି ଗୁଳି, ବାଟଲିଖଡ଼ା, ବଣକୁକୁଡା!-->…
Read More...
Read More...