Browsing Tag

kandhamal news

କନ୍ଧମାଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ : ୩ ଗିରଫ, ଲିଙ୍କ୍ ଖୋଜୁଛି ପୁଲିସ୍

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ଫିରିଙ୍ଗିଆ ପୋଲିସକୁ ମିଳିଛି ଏକ ବଡସଫଳତା । ଜବତ ହୋଇଛି ବିପୁଳ ପରିମାଣର ବିସ୍ଫୋରକ । ଏହି ଘଟଣାରେ ୩ ଜଣ ଗିରଫ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ କୌଣସି ଏକ ବିଶେଷ ସୁତ୍ରରୁ ଖବର ପାଇ ଫିରିଙ୍ଗିଆ ଥାନା
Read More...

୪ ଦିନ ପରେ ମାଓବାଦୀଙ୍କ ଛତ୍ରଭଙ୍ଗ, ଏନ୍‌କାଉଣ୍ଟର୍‌ ସ୍ଥଳରେ କୁମ୍ବିଂ ଜାରି, ବିପୁଳ ସାମଗ୍ରୀ ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) :ଚାରି ଦିନ ପୁଲିସ ସହ ଲୁଚକାଳି, ଦ୍ବନ୍ଦ୍ବଯୁଦ୍ଧ, ରହି ରହି ଗୁଳି ବିନିମୟ ଚଳାଇଥିଲେ । ଶେଷରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ । କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ କୋଲାମ୍ପାରା ଗ୍ରାମ ନିକଟ ଜଙ୍ଗଲରୁ ପୁଲିସ ବିପୁଳ ମାତ୍ରାରେ ମାଓ
Read More...

କନ୍ଧମାଳରେ ଏବିଭିପି ପକ୍ଷରୁ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ଛତିଗଡ଼ର ବିଜାପୁର-ସୁକମା ଠରେ ନକ୍ସଲ ମାନଙ୍କ ଦ୍ୱାରା ଆକ୍ରମଣ ଫଳରେ ଶହୀଦ ହୋଇଥିବା ସମସ୍ତ ବୀର ଜବାନ ମାନଙ୍କୁ ଫୁଲବାଣୀ ସଦର ମହକୁମା ଓ ଟିକାବାଲି ଠାରେ ଏହି ଶ୍ରଦ୍ଧାଞ୍ଜଳି ଜ୍ଞାପନ
Read More...

କନ୍ଧମାଳ ପୁଲିସର ମାଓ ବିରୋଧୀ ଅପରେସନ : ବ୍ୟାଟେରୀ, ତାର ସମେତ ଅନେକ ସାମଗ୍ରୀ ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ରାଇଘର ଗ୍ରାମ ନିକଟରେ ରବିବାର ସନ୍ଧ୍ୟାରେ ଏସଓଜି ଏବଂ ଡିଭିଏଫର ମିଳିତ ଉଦ୍ୟମରେ ଏକ ମାଓ ବିରୋଧୀ ଅପରେସନ କରାଯାଇଥିଲା । ଏହି ସମୟରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟିଥିଲା ।
Read More...

କରୋନା ପାଇଁ ଘରେ ଘରେ ନିରାଡ଼ମ୍ବର ସହ ହୋଲି ପାଳିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ରଙ୍ଗର ପର୍ବ ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ ହୋଇଛନ୍ତି । ଘରେ ଘରେ ଜମିଛି ହୋଲିର ଆସର । ଏହି ବର୍ଷ କରୋନା କଟକଣା ହୋଲିକୁ ଟିକେ ଫିକା କରିଛି ସତ ହେଲେ ଘରେ ଘରେ ହୋଲି ମନାଉଛନ୍ତି ସଭିଏଁ । ଗାଁଠୁ ସହର ସବୁଠି ହୋଲିର ମାହୋଲ ।
Read More...

ତିନୋଟି ଗାଡି ସହ ଗଞ୍ଜେଇ ଜବତ : ୪ଜଣ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଖଜୁରିପଡ଼ା ଥାନା ଅଞ୍ଚଳରୁ ୧୮୮ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହି ମାମଲାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏହାଛଡ଼ା ଗୋଟିଏ ସ୍କର୍ପିଓ ଓ ୨ଟି ଆମ୍ବାସାଡର୍ କାର୍ ବି ଜବତ ହୋଇଥିବାର ଖବର ମିଳିଛି । ମିଳିଥିବା
Read More...

ଫୁଲବାଣୀ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ : ସମ୍ପାଦକ ହେଲେ ଅଜିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଓକିଲ ବାର ପରିସରରେ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ପ୍ରକ୍ରିୟା ସକାଳ ୮ଟାରୁ ଆରମ୍ଭ ହୋଇ ୩ଟାରେ ଶେଷ ହୋଇଥିଲା । ସମୁଦାୟ ୧୩୧ଜଣ ଭୋଟର ମଧ୍ୟରୁ ୧୨୨ ଜଣ ଭୋଟର ଭୋଟ ଦେଇଥିଲେ । ସେଥି ମଧ୍ୟରୁ ସଭାପତି ପଦ ପାଇଁ
Read More...

କନ୍ଧମାଳରେ ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା କାର୍ୟ୍ୟକ୍ରମ ଯଥେଷ୍ଟ ଆଗେଇ ପାରିଛି : ଚାଇ‌ଲ୍ଡ ଲାଇନ ରୋକିଛି ୭୧ଟି…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗତ ୨୦୧୨ ମସିହାରୁ କନ୍ଧମାଳ ଜିଲାରେ କାର୍ୟ୍ୟ କରି ଆସୁଥିବା ଚାଇ‌ଲ୍ଡ ଲାଇନ ଜିଲାରେ ଶିଶୁ ମାନଙ୍କ ସୁରକ୍ଷା, ଥଇଥାନ ଏବଂ ଉନ୍ନତି ଦିଗରେ ଯଥେଷ୍ଟ କାର୍ୟ୍ୟ କରିଛି । ଆଗକୁ ଏହି ଦିଗରେ ଆହୁରି ଅନେକ କରିବାର ଅଛି ବୋଲି ଆଜି ସ୍ଥାନୀୟ
Read More...

ଘର ମାଲିକ ଅନୁପସ୍ଥିତର ସୁଯୋଗ ନେଇ ଚୋରୀ : ଘରୁ ତାଲା ଭାଙ୍ଗି ଟଙ୍କା, ସୁନା ଲୁଟ : ସନ୍ଦେହରେ ଯୁବକ ଅଟକ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକର ସୁରାଦେଇ ଗ୍ରାମରେ ରହୁଥିବା ସୁନା ଦୋକାନୀ ନିରଞ୍ଜନ ପୃଷ୍ଟି ସପରିବାର ଘରେ ନଥିବା ବେଳେ ତାଙ୍କ ଘର ତାଲା ଭାଙ୍ଗି ଚୋରୀ ହୋଇଥିବା ଖଜୁରୀପଡ଼ା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପ୍ରକାରେ ନିରଞ୍ଜନ
Read More...

ଅସ୍ଥାୟୀ ବାଉଁଶ ପୋଲ ହିଁ ସାହା ଭରସା : ବୁଢାଦାନୀ ଓ ତୁଡ଼ିପାଜୁ ମଧ୍ୟରେ ଯାତାୟାତରେ ନଦୀ ସମସ୍ୟା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ୍‌ ଅନ୍ତର୍ଗତ ବୁଢ଼ାଦାନି ଓ ତୁଡ଼ିପାଜୁ ମଧ୍ୟରେ ଯାତାୟାତରେ ବଡ଼ସାଲୁଙ୍କି ନଦୀ ସମସ୍ୟା ହୋଇଛି । ନଦୀ ଉପରେ ପୋଲ୍‌ ନିର୍ମାଣ ପାଇଁ ଦାବୀ ହେଉଛି, କେହିଁ ଶୁଣୁ ନାହାନ୍ତି । ଖରାଦିନେ ଏଠାରେ ଏକ ଅସ୍ଥାୟୀ
Read More...