Browsing Tag

kandhamal news

ବାପାର ଟାଙ୍ଗିଆ ଚୋଟରେ ପୁଅ ଗୁରୁତର ଘଟଣା

କଟକ ଏସସିବିରେ ଜଟିଳ ଅସ୍ତ୍ରୋପଚାର ସଫଳ, ମୁଣ୍ଡରୁ ଟାଙ୍ଗିଆ ବାହାରିଲା କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କଟକ ବଡ଼ ମେଡିକାଲର ସ୍ନାୟୁ ଶଲ୍ୟ ଚିକିତ୍ସା (ନ୍ୟୁରୋସର୍ଜରୀ) ବିଭାଗରେ ଅସ୍ତ୍ରୋପଚାର ପରେ ନୂଆ ଜୀବନ ପାଇଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି
Read More...

ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ କ୍ୟାଡର ମାଓବାଦୀ ବିଜାର ଆତ୍ମସମର୍ପଣ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି । ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୁଲିସ
Read More...

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ : ୧ ମୃତ, ୨ ଗୁରୁତର

ଫିରିଙ୍ଗିଆ : ଯାତ୍ରା ଦେଖି ଘରକୁ ଫେରୁଥିବା ସମୟରେ ରାସ୍ତା କଡରେ ଥିବା ଏକ ଗଛରେ ଭାରସାମ୍ୟ ହରାଇ ପିଟି ହୋଇଗଲା ବାଇକ ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ଏମିତି ଏକ ଘଟଣା ଘଟିଛି ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଅଂଚଳରେ । ମୃତକ ଜଣକ ହେଲେ
Read More...

କନ୍ଧମାଳ ଜିଲ୍ଲାସ୍ତରୀୟ ବନାଗ୍ନି ନିରାକରଣ ଓ ପ୍ରତିରୋଧ ବୈଠକ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନି ଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସର୍ବୋତ୍ତମ ସମନ୍ୱୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ
Read More...

କନ୍ଧମାଳ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଖରିଫ ବର୍ଷ- ୨୦୨୪-୨୫ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌‌ଭାବନା ସଭାଗୃହରେ ଜିଲ୍ଲାପାଳ ଅମ୍ରିତ ଋତୁରାଜ୍‌‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିପ୍ପଣୀ ନିରୀକ୍ଷକମାନେ
Read More...

ବିଜୁଳି ଶକ୍ତି ଉତ୍ପାଦନ ଓ ଚାଷ ପାଇଁ ଡ୍ୟାମ୍‌ର ଆବଶ୍ୟକତା ନେଇ ବୌଦ୍ଧ ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ

କନ୍ଧମାଳ, (କେପିଏନ୍‌ଏସ୍‌) : ବିଜୁଳି ଶକ୍ତି ଉତ୍ପାଦନ ଓ ଚାଷ ପାଇଁ ଏକ ଡ଼୍ୟାମର ଆବଶ୍ୟକତା ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ଖମଣଖୋଲ ପଞ୍ଚାୟତର ସାଡ଼େନଘାଟି ନିକଟସ୍ଥ ଚିରସ୍ରୋତା ଖଡ଼ଙ୍ଗ ନଦୀକୁ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା କ୍ଷେତ୍ର ପରିଦର୍ଶନ କରିଥିଲେ ।
Read More...

କନ୍ଧମାଳରୁ ପ୍ରଥମ ଥର ପାଇଁ ଆଇଟିସି କିଣିଲା ହଳଦୀ

ଜୈବିକ ପଦ୍ଧତିରେ ହଳଦୀ ଚାଷ କରି ଲାଭବାନ୍ ହେଲେ ମହିଳାକମ୍ପାନୀ ଦ୍ୱାରା ଦେଶ ବିଦେଶରେ ପହଞ୍ଚିବ ହଳଦୀ କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରୁ ପ୍ରଥମ ଥର ପାଇଁ ଦେଶର ଏକ ବଡ଼ ବ୍ୟବସାୟିକ ଅନୁଷ୍ଠାନ କନ୍ଧମାଳ ହଳଦୀକୁ ଉଚ୍ଚ ଦରରେ କ୍ରୟ କରି ଚାଷୀଙ୍କ ମନରେ
Read More...

କାହା ସ୍ୱାର୍ଥରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା : ଭୂମିହୀନ ବିଧବାଙ୍କୁ ମିଳୁନି ଘର, କଷ୍ଟରେ କଟୁଛି ଜୀବନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁମୁସର ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୬ ନମ୍ବର ୱାର୍ଡ଼ ଗୌଡ଼ସାହିର ବିଧବା ମହିଳା ରଞ୍ଜିତା ବେହେରା ଝାଟିମାଟି ଘରେ ରହୁଥିଲେ । ବିଗତ ଦିନରେ ଲଗାଣ ବର୍ଷାରେ ଏହି ଘରଟି
Read More...

ଗାଧୋଇବା ନାଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

କନ୍ଧମାଳ : ଗାଧୋଇବା ନାଳରୁ ମହିଳାଙ୍କ ମୃତଦେହ ଉଦ୍ଧାର । ମୃତ ମହିଳା ଜଣକ ହେଲେ କୁଡୁତୁଲି ପଞ୍ଚାୟତ ମୁଣ୍ଡାରଗାଁର ବିଦୁର ପାତ୍ରଙ୍କ ସ୍ତ୍ରୀ ଶ୍ରୀମତୀ ପାତ୍ର । କନ୍ଧମାଳ ଜିଲ୍ଲା କ. ନୂଆଗାଁ ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁଗତେ, ଶ୍ରୀମତୀ ପାତ୍ର ସବୁଦିନ
Read More...

ଅସଦାଚରଣ ଓ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ଏକ ଅସଦାଚରଣ, ଆକ୍ରମଣ ଏବଂ ଚୋରି ମାମଲାର ବିଚାର କରି ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୭ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଦେଇଛନ୍ତି ।
Read More...