Browsing Tag

kandhamal news

ଯୀଶୁଙ୍କ ଦୁଇଦିନିଆ ପୁନରୁତ୍ଥାନ ପର୍ବ ଉଦଯାପିତ : ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆର ବିଭିନ୍ନ ଚର୍ଚ୍ଚରେ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ପର୍ବ ବହୁ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ସ୍ଥାନୀୟ କାଥଲିକ୍ ଚର୍ଚ୍ଚରେ ଧର୍ମ ଯାଜକ ପ୍ରଦୋଷ ଚନ୍ଦ୍ର ନାୟକଙ୍କ ପୌରହିତ୍ୟରେ
Read More...

ଫୁଲବାଣୀ ଓକିଲ ସଂଘର ନିର୍ବାଚନ : ସଭାପତି ଭଗବାନ ମହାନ୍ତି ଓ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ନିର୍ବାଚିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡିଶା ଷ୍ଟେଟ ବାର କାଉନସିଲରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଓଡିଶାରେ ପ୍ରତ୍ୟେକ ଓକିଲ ସଂଘର ନିର୍ବାଚନ ପ୍ରକ୍ରିୟା ଶନିବାର ଆରମ୍ଭ ହୋଇଥିଲା । ଏହି ପରିପ୍ରେକ୍ଷୀରେ ଫୁଲବାଣୀ ଓକିଲ ସଂଘର ନିର୍ବାଚନ ପାଇଁ ମଧ୍ୟ ନାମାଙ୍କନ ପତ୍ର ଦାଖଲ ପାଇଁ ସମୟ
Read More...

ପୋଲିସ ପେଟ୍ରୋଲିଂ ବେଳେ ଜଙ୍ଗଲ ଅଞ୍ଚଳରେ ଗଛିତ ଥିବା ୪୦୫୬ କେଜି ବେଆଇନ ଗଞ୍ଜେଇ ଜବତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଦୁଇ ଦିନରେ ୪୦୫୬ କେଜି ବେଆଇନ ଗଞ୍ଜେଇ ଜବତ ପୋଲିସ କରିଛି । ଏସ୍‌ପି ହରିଶ୍ ବିଶିଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଜିଲ୍ଲାକୁ ଗଞ୍ଜେଇ ମୁକ୍ତ କରିବା ଲକ୍ଷ୍ୟ ନେଇ ବିଭିନ୍ନ ଥାନା
Read More...

ଓଡ଼ିଶାରେ ଲାଲ୍ ବାହିନୀର ପତନ

କନ୍ଧମାଳ : ଓଡ଼ିଶାରେ ଲାଲ୍ ବାହିନୀର ପତନ । ସରିଲା ଶୁକ୍ରୁର ଖେଳ । ଶେଷରେ ପୋଲିସ ପାଖରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମାଓନେତା କଷା ସୋଡ଼ି ଓରଫ୍ ଶୁକ୍ରୁ । କନ୍ଧମାଳ ପୋଲିସ ନିକଟରେ ୪ ମାଓବାଦୀଙ୍କ ସହ ଶୁକ୍ରୁ ସରେଣ୍ଡର କରିଛି । ଏକେ-୪୭ ସହ ଶୁକ୍ରୁ ଆତ୍ମସମର୍ପଣ କରିଥିବା ସୂଚନା
Read More...

ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ : ହସ୍ପିଟାଲରେ ଭର୍ତ୍ତି

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଦିବାସୀ ସାଧ୍ୱୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ ରକ୍ତହୀନତା ଥିବା
Read More...

ମାର୍ଚ୍ଚ ୩୧ ସୁଦ୍ଧା ସମଗ୍ର କନ୍ଧମାଳ ହେବ ମାଓମୁକ୍ତ : ସମଗ୍ର ଜଙ୍ଗଲରେ ଚାଲିଛି ମାଓ ଅପରେସନ – ୱାଇ.ବି.…

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାୟଗଡ଼ା-କଳାହାଣ୍ଡି-କନ୍ଧମାଳ ଜଙ୍ଗଲ ସୀମାନ୍ତରେ ମାଓ ନେତା ଶୁକ୍ରୁକୁ ଘେରି ରହିଛି ସୁରକ୍ଷା ବାହିନୀ । ଚାଲିଛି ଜୋରଦାର୍ ଅପରେସନ । ଆସନ୍ତା ୩୧ ତାରିଖ ସୁଦ୍ଧା ଓଡିଶାରୁ ନିପାତ ହେବେ ମାଓବାଦୀ । ହାର୍ଡକୋର୍ ଶୁକ୍ରୁ ଠାରେ ହିଁ ଶେଷ ହେବ ମାଓ
Read More...

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ବହୁ ପୁରାତନ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଏବଂ ଏସ୍. ଏମ୍. ସରକାରୀ ମହିଳା ମହାବିଦ୍ୟାଳୟ ରାଜରାସ୍ତାକୁ ଲାଗି ରହିଅଛି । ଏହି ଦୁଇଟି ମହାବିଦ୍ୟାଳୟ ଜିଲ୍ଲାର ବହୁ ପୁରାତନ ମହାବିଦ୍ୟାଳୟ । ଏହି ଦୁଇ
Read More...

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କେନ୍ଦ୍ର ପର୍ଯ୍ୟଟନ ବିଭାଗ କମିଶନର ବଲଵନ୍ତ ସିଂ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବୁଲି ଦେଖିଛନ୍ତି । ଏହାସହ ବ୍ଲକର ମାଶ୍ରିପଡ଼ାଠାରେ ଥିବା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଓ ଆଦର୍ଶ ଅଙ୍ଗନବାଡିର
Read More...

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ହେବା ଫଳରେ ଜଣେ ତିନି ବର୍ଷର ଶିଶୁ ସମେତ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକମାନେ
Read More...

ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଫୁଲବାଣୀ ବ୍ଲକ ଅନ୍ତର୍ଗତ ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ ଲାଗିଛି । ସୂଚନାରୁ ପ୍ରକାଶ ଯେ, ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ସେହି ସ୍କୁଲର ଶିକ୍ଷକ ଶାରୀରିକ ସମ୍ପର୍କ ରଖି ଏବେ ପୋଲିସ ହାଜତରେ
Read More...