ୟୁଥ ଅଫ କନ୍ଧମାଳର ଅଭିନବ ପ୍ରୟାସ : ସପ୍ତାହନ୍ତ ସଟ ଡାଉନରେ ଭୋକିଲା ପେଟକୁ ଦାନା ବଣ୍ଟନ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ଭାରତ ବର୍ଷରେ କରୋନାର ଭୟାବହ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହନ୍ତ ସଟ ଡାଉନ ଘୋଷଣା କରିଛନ୍ତି । କରୋନାର କରାଳ ଦାଉରୁ ସମାଜର ନିମ୍ନବର୍ଗର ଲୋକମାନେ ଆର୍ଥିକ ଅନାଟନରେ ଦିନ ବିତାଉଛନ୍ତି । କନ୍ଧମାଳର ଏପରି ଏକ ଜାଗା!-->…
Read More...
Read More...