ତିନୋଟି ଗାଡି ସହ ଗଞ୍ଜେଇ ଜବତ : ୪ଜଣ ଗିରଫ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଖଜୁରିପଡ଼ା ଥାନା ଅଞ୍ଚଳରୁ ୧୮୮ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହି ମାମଲାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏହାଛଡ଼ା ଗୋଟିଏ ସ୍କର୍ପିଓ ଓ ୨ଟି ଆମ୍ବାସାଡର୍ କାର୍ ବି ଜବତ ହୋଇଥିବାର ଖବର ମିଳିଛି । ମିଳିଥିବା!-->…
Read More...
Read More...