ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ : ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ପଦ୍ମଶ୍ରୀ ଉପାଧି ପାଇଥିବା ପୂର୍ଣ୍ଣମାସୀ ଜାନୀ ଆଜି ହଠାତ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ସଙ୍ଗେ ସଙ୍ଗେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମହିଳା ଭେଷଜ ୱାର୍ଡ଼ରେ ଭର୍ତ୍ତି କରାଯାଇଛି । ବୟସାଧିକ କାରଣରୁ ତାଙ୍କ!-->…
Read More...
Read More...