Browsing Tag

kandhamal news

ଖଜୁରିପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କୁ କରୋନା : ୩ ଦିନ ପାଇଁ ବନ୍ଦ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରେ ଆଗଧାଡ଼ିର ଯୋଦ୍ଧାମାନେ ମଧ୍ୟ ସଂକ୍ରମିତ ହେଉଥିବା ଦେଖାଯାଇଛି। ଏଭଳି ସ୍ଥଳେ କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଜି ପ୍ରବେଶ…
Read More...

କୋଭିଡ୍‌ ସହାୟତା ପାଇଁ ଜିଲା ପ୍ରଶାସନର ହେଲ୍‌ପ୍‌ ଲାଇନ୍‌ ନମ୍ବର ଜାରି : ସାଧାରଣ ଅସୁସ୍ଥତା ପାଇଁ ଡାକ୍ତରଖାନା…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ରାଜ୍ୟ ସମେତ କନ୍ଧମାଳ ଜିଲାରେ ମଧ୍ୟ ସଟଡାଉନ ଓ ଲକଡାଉନ ଲାଗୁ ହୋଇଛି । ଦୋକାନ ବଜାର ଖୋଲିବା ସହିତ ଜନସାଧାରଣଙ୍କ ଯାତାୟତ ଉପରେ କଟକଣା ଲାଗିଛି । ଏଭଳି ପରିସ୍ଥିିତିରେ ବିଭିନ୍ନ ଅସୁସ୍ଥତାର ଶୀକାର ହେଉଥିବା ଲୋକେ ଡାକ୍ତରଖାନାକୁ…
Read More...

ସଂସଦୀୟ କ୍ଷେତ୍ରର କୋଭିଡ୍‍ ସମୀକ୍ଷା କଲେ ସାଂସଦ ଅଚ୍ୟୁତ ସାମନ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ସଂସଦୀୟ କ୍ଷେତ୍ରର ବିଭିନ୍ନ ଅଞ୍ଚଳରେ କୋଭିଡ୍‍ ପରିଚାଳନା ନେଇ ସାଂସଦ ଅଚ୍ୟୁତ ସାମନ୍ତ ନିୟମିତ ସମୀକ୍ଷା ଜାରି ରଖିଛନ୍ତି । ପ୍ରତି ସପ୍ତାହରେ ସଂସଦୀୟ କ୍ଷେତ୍ରର ବିଭିନ୍ନ ଜିଲାପାଳଙ୍କ ସହ କୋଭିଡ୍‍ ପରିଚାଳନା ନେଇ ଆଲୋଚନା କରି…
Read More...

ଏନଏସୟୁଆଇ.ର କନ୍ଧମାଳ ଜିଲ୍ଲା ସଭାପତି ଭାବେ ଅଂଶୁମାନ ମନୋନୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କଂଗ୍ରେସ ଦଳର ଛାତ୍ର ସଂଗଠନ ଭାରତୀୟ ଜାତୀୟ ଛାତ୍ର ସଂଘ (ଏନଏସୟୁଆଇ)ର କନ୍ଧମାଳ ଜିଲ୍ଲା ସଭାପତି ଭାବେ ଅଂଶୁମାନ ପ୍ରିୟଦର୍ଶନ ମନୋନୀତ ହୋଇଥିବା ଜଣା ପଡ଼ିଛି ।ସଂଗଠନ ର ପରାମର୍ଶଦାତା ସୋନିଆ ଗାନ୍ଧୀ ଏବଂ ଜାତୀୟ ସଭାପତି ନିରଜ୍ କୁଣ୍ଡନଙ୍କ…
Read More...

କାର୍‌ ସହ ଗଞ୍ଜେଇ ଜବତ : ଜଣେ ନାବାଳକ ସହ ତିନି ଗଞ୍ଜେଇ ମାଫିଆ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ପରିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ପୋଲିସ ଓ ଅବକାରୀ ବିଭାଗର କଡା ସୁରକ୍ଷା ଥିଲେ ମଧ୍ୟ ବେଆଇନ ଭାବରେ ଏହି ଗଞ୍ଜେଇ କାରବାର ଥମିବାର ନାଁ ଧରୁନି । ଚୋରା ଚାଲାଣ ବେଳେ ଅନେକ ଗଞ୍ଜେଇ ମାଫିଆ ଗିରଫ ହୋଇ ଜେଲ ମଧ୍ୟ ଯାଉଛନ୍ତି ।…
Read More...

ଅଫ୍‌ଲାଇନ୍‌ରେ ପିଡିଏସ୍‌ ସାମଗ୍ରୀ ଦେବାକୁ ଜିଲ୍ଲାପାଳଙ୍କୁ ଦାବୀ ପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପିଡିଏସ୍‌ ସାମଗ୍ରୀ ଅଫ୍‌ଲାଇନ୍‌ ମାଧ୍ୟମରେ ଯୋଗାଇଦେବା ପାଇଁ ଯୋଗାଣ ସହାୟକ ସଂଘ କନ୍ଧମାଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି । କରୋନା ମହାମାରୀର ସଂକ୍ରମଣ ରୋକିବା ପାଇଁ ଏହିଭଳି ନିଷ୍ପତ୍ତି ନେବାକୁ ଅଭିଯୋଗରେ…
Read More...

ସଟ୍‌ ଡାଉନ୍‌ ରାତିରେ ଦୁଇ ଦୁଇଟା ଗାଡି ପୋଡ଼ିଲେ ଦୁର୍ବୁତ୍ତ : ତଦନ୍ତ ଅବ୍ୟାହତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର କନ୍ଧମାଳ ଜିଲ୍ଲାରେ ଦୁଇ ଦିନିଆ ସଟ ଡାଉନର ଫାଇଦା ନେଇ କିଛି ଦୁର୍ବୁତ୍ତ ଷ୍ଟେଟ ବ୍ୟାଙ୍କର ଟଙ୍କା ନେବା ଆଣିବା ଗାଡି ର ତାଲା ଭାଙ୍ଗି ଟଙ୍କା ନେବା ପାଇଁ ଉଦ୍ୟମ କରିଥିଲେ । ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ…
Read More...

ପୂର୍ବତନ କନ୍ଧମାଳ ସାଂସଦ ସୁଗ୍ରିବ ସିଂ ଚାଲିଗଲେ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପୂର୍ବତନ ଜିଲ୍ଲା ପ୍ରତିନିଧି ଧରିତ୍ରୀ, ପୂର୍ବତନ କନ୍ଧମାଳ ସାଂସଦ, ପୂର୍ବତନ ଅଧ୍ୟକ୍ଷ ଫୁଲବାଣୀ ପୌରାଞ୍ଚଳ ପରିଷଦ, ଯୁବ ସଂଗଠକ ସୁଗ୍ରିବ ସିଂ(୫୮) ଆଉ ଆମ ଗହଣରେ ନାହାନ୍ତି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ କରୋନା ଆକ୍ରାନ୍ତ ହୋଇ…
Read More...

ୟୁଥ ଅଫ କନ୍ଧମାଳର ଅଭିନବ ପ୍ରୟାସ : ସପ୍ତାହନ୍ତ ସଟ ଡାଉନରେ ଭୋକିଲା ପେଟକୁ ଦାନା ବଣ୍ଟନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ଭାରତ ବର୍ଷରେ କରୋନାର ଭୟାବହ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହନ୍ତ ସଟ ଡାଉନ ଘୋଷଣା କରିଛନ୍ତି । କରୋନାର କରାଳ ଦାଉରୁ ସମାଜର ନିମ୍ନବର୍ଗର ଲୋକମାନେ ଆର୍ଥିକ ଅନାଟନରେ ଦିନ ବିତାଉଛନ୍ତି । କନ୍ଧମାଳର ଏପରି ଏକ ଜାଗା…
Read More...

ବନଖଣ୍ଡ ବିଭାଗ ପକ୍ଷରୁ ଲଘୁବନଜାତ ଦ୍ରବ୍ୟ ବିକ୍ରୟ କେନ୍ଦ୍ର ଉଦଘାଟିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲାର ସଦରମହକୁମା ଫୁଲବାଣୀ ବନଖଣ୍ଡ ପକ୍ଷରୁ ଫୁଲବାଣୀ ବନାଞ୍ଜଳ କାର୍ଯ୍ୟାଳୟ ପରିସରରେ ଲଘୁ ବନଜାତ ଦ୍ରବ୍ୟ ବିକ୍ରୟ କେନ୍ଦ୍ର ଫୁଲବାଣୀ ବନଖଣ୍ଡ ଅଧିକାରୀ ଲକ୍ଷ୍ମୀ ନାରାୟଣ ବେହେରାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଜିଲାରୁ…
Read More...