ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଜେଲ ହାଜତକୁ ଗଲେ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜେଲ ଗଲେ ବିଜେଡିର ପୂର୍ବତନ ଫୁଲବାଣୀ ବିଧାୟକ ଦେବେନ୍ଦ୍ର କହଁର । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କୁ ମଙ୍ଗଳବାର!-->…
Read More...
Read More...