Browsing Tag

kandhamal news

ବରାଳଦେବୀ ମନ୍ଦିର ଚୋରୀ ଘଟଣା : ଟଙ୍କା ଜବତ ସହ ୩ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅଧିନସ୍ଥ ବଲସକୁମ୍ପା ଠାରେ ଥିବା ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ବରାଳଦେବୀ ମନ୍ଦିରର ଦାନ ହୁଣ୍ଡି ଭାଙ୍ଗି ତିନି ଦୁର୍ବୁତ୍ତ ଶନିବାର ଦିନ ଚୋରି କରିଥିଲେ । ରବିବାର ଦିନ ସକାଳେ ମନ୍ଦିର ପୂଜକ ଅଭୟ
Read More...

ଅନାସ୍ଥା ଭୋଟ୍‌ରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୪ ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ।
Read More...

ଅତିରିକ୍ତ ତହସିଲଦାର ନିଯୁକ୍ତି ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ୧୧ ନମ୍ବର ଜୋନ୍‌ ଅନ୍ତର୍ଗତ ୮ଟି ପଞ୍ଚାୟତ ଜନପ୍ରତିନିଧି ମାନେ ମଙ୍ଗଳବାର
Read More...

କନ୍ଧମାଳରେ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ସଦର ମହକୁମା ଫୁଲବାଣୀ ସ୍ଥିତ ସାର୍ତ୍ତାଗୁଡ ନିକଟ ପିଲା ସାଲୁଙ୍କୀ ନଦୀ କୂଳରେ ଏକ ଜାତୀୟ ସ୍ତରୀୟ ପାର୍କ ନିର୍ମାଣ ପାଇଁ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ଦାବି କରାଯାଇଛି । ପରିଷଦର ସଭାପତି ଦିଲ୍ଲୀପ କୁମାର
Read More...

କନ୍ଧମାଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର : ଜନସାଧାରଣ ଭୟଭୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି । କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ
Read More...

ଆଇଇଡି ଉଦ୍ଧାର କରି ନିଷ୍କ୍ରିୟ କଲେ ଯବାନ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ପାହିରାଜୁ ପଞ୍ଚାୟତ ତିଲକାପଙ୍ଗା ଜଙ୍ଗଲରୁ ଏକ ଶକ୍ତିଶାଳୀ ଆଇଇଡି ଉଦ୍ଧାର କରି ନିଷ୍କ୍ରିୟ କଲେ ଯବାନ ବୋଲି ଖବର ମିଳିଛି । ନକ୍ସଲ ଦ୍ଵାରା ଏହି ଆଇଇଡି ଖଞ୍ଜା ଯାଇଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିଏସଏଫ ୯୯ ବାଟାଲିୟନ ଏବଂ ପୋଲିସ
Read More...

ମାଓବାଦୀଙ୍କ ଟାର୍ଗେଟରେ ପୋଲିସ : ଜଣେ ମୃତ

କନ୍ଧମାଳ : କନ୍ଧମାଳରେ ମାଓବାଦୀ ଜଣେ ଯୁବକଙ୍କୁ ପୋଲିସ ଇନ୍‌ଫର୍ମର୍‌ ସନ୍ଦେହ କରି ନିର୍ମମ ଭାବେ ହତ୍ୟା କରିବା ପରେ ପୋଲିସ ପକ୍ଷରୁ ବଡ଼ ଧରଣର ଅଭିଯାନ ଜାରି ରହିଛି । ଗତକାଲି କୋଟଗଡ଼ର ଜଙ୍ଗଲରୁ ମାଓବାଦୀ ରଖିଥିବା ବିସ୍ଫୋରକ, ଟିଫିନ୍‌ ବୋମା ଓ ବିପୁଳ ବିସ୍ଫୋରକ ଉଦ୍ଧାର କରାଯାଇଥିଲା
Read More...

କନ୍ଧମାଳରୁ ମୋଦୀଙ୍କ ଦମ୍ଭୋକ୍ତି : ଓଡ଼ିଶାରେ ହେବ ଡବଲ୍‌ ଇଞ୍ଜିନ୍‌‌ ସରକାର

ମୁଖ୍ୟମନ୍ତ୍ରୀ ବିନା କାଗଜରେ ୩୦ ଜିଲ୍ଲାର ନାଁ କୁହନ୍ତୁ କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ
Read More...

ପ୍ରଧାନମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ନେଇ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳିତ ସାଧାରଣ ନିର୍ବାଚନ ୨୦ ତାରିଖରେ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ବିଜେପି ଦଳର ପ୍ରାର୍ଥୀ ପ୍ରାର୍ଥିନୀ ଙ୍କର ପ୍ରଚାର ନିମନ୍ତେ ଷ୍ଟାର ପ୍ରଚାରକ ଭାବେ ବିଭିନ୍ନ ହେଭି ୱେଟ୍‌ନେତା ଙ୍କର କନ୍ଧମାଳ ଗସ୍ତ ରହିଛି । ହେଭିୱେଟ୍‌ ଙ୍କର
Read More...

କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ସଭା : ବିରୋଧୀଙ୍କ ଆତ୍ମପ୍ରଚାରରୁ ଦୂରେଇ ରହିବାକୁ ବିଜେଡି…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଠାରେ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି । କନ୍ଧମାଳ ଷ୍ଟାଡିୟମ୍‌ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ନିବେଦନ କରିଛନ୍ତି । ଗତ ୨୫
Read More...