Browsing Tag

kandhamal news

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି । ତେବେ ସୂଚନା ମୁତାବକ ସମ୍ପୃକ୍ତ ରାତ୍ର ଜଗୁଆଳି ଜଣକ ଫିରିଙ୍ଗିଆ ତହସିଲ ଅନ୍ତର୍ଗତ
Read More...

କନ୍ଧମାଳରେ ଏସ୍‌ବିଆଇ ୠଣ ଘୋଟାଲା ମାମଲା : ତିନି ମାସ ପରେ ଆଉ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖାରେ ହୋଇଥିବା ୮ କୋଟି ଟଙ୍କାର ଋଣ ଜାଲିଆତି ମାମଲାରେ ଆଉ ଦୁଇଜଣଙ୍କୁ ଗିରଫ କରିଛି ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା । ପୂର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶୁତୋଷ ଆଚାର୍ଯ୍ୟଙ୍କୁ
Read More...

ଫିରିଙ୍ଗିଆ ଥାନା ଜାଳି ଦେଲେ ଉତ୍ୟକ୍ତ ଲୋକ

କନ୍ଧମାଳ : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବୀରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେବା ସହ ଶନିବାର ଫିରିଙ୍ଗିଆ-ବାଲିଗୁଡା ମୁଖ୍ୟ ରାସ୍ତାକୁ ଉତ୍ୟକ୍ତ ଲୋକେ ଅବରୋଧ କରିଥିବା ଖବର ମିଳିଛି । ସେମାନଙ୍କୁ ବୁଝାଇବାକୁ
Read More...

ଗୋଛାପଡା ଅଞ୍ଚଳରେ ଲାଗିଲା ମାଓ ବ୍ୟାନର : ଶହୀଦ ସପ୍ତାହ ପାଳନ ପାଇଁ ଆହ୍ୱାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଅଞ୍ଚଳରେ ମାଓବାଦୀମାନେ ବ୍ୟାନର ଲଗାଇ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି । ଗୋଛାପଡା ଥାନାର ମାଓ ଅଧ୍ୟୁଷିତ ଅଞ୍ଚଳ କୁହାଯାଉଥିବା ଗୋଛାପଡା ପଞ୍ଚାୟତର ଡେରାକୁମ୍ପା ଗାଁ ନିକଟରେ
Read More...

ଦୁର୍ବୃତ୍ତଙ୍କ ଆକ୍ରମଣରେ ଖଜୁରୀପଡ଼ା ଯନ୍ତ୍ରୀ ଗୁରୁତର ଆହତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକର ଯତ୍ନୀ ରବିନାରାୟଣ ଲେଙ୍କା ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଇଞ୍ଜିନିୟର ଶ୍ରୀ ଲେଙ୍କା ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ ସେହି ଅଞ୍ଚଳର ରଞ୍ଜିତ ସାଶମଲ ନାମକ ଜଣେ ଯୁବକ
Read More...

ଦୁଇ ଦିନିଆ କନ୍ଧମାଳ ଗସ୍ତରେ ୫-ଟି ସଚିବ : ମା’ ବରାଳ ଦେବୀ ମନ୍ଦିର ରୂପାନ୍ତରୀତ ହେବା ସହ ବିଭିନ୍ନ…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ, ୫-ଟି ସଚିବ ଭି.କେ.ପାଣ୍ଡିଆନ କନ୍ଧମାଳ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସି ଶୁକ୍ରବାର ଅପରାହ୍ନରେ ଫୁଲବାଣୀରେ ପହଞ୍ଚିଥିଲେ । ଗସ୍ତର ପ୍ରଥମ ଦିନରେ ସେ ୫ ଗୋଟି କାର୍ଯ୍ୟକ୍ରମରେ ଯୋଗ
Read More...

କନ୍ଧମାଳରେ ଫୁଟିଲା ଗୁଳି : ୧ ଗୁରୁତର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଡାକପାଲା ଅଂଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି । ଗୁଳି ମାଡ଼ରେ ଡ଼ାକପାଲା ଅଂଚଳର ଅଜିତ ପ୍ରଧାନ ନାମକ ଜଣେ ଯୁବକ ଗୁରୁତର ହୋଇପଡିଥିବା କୁହାଯାଉଛି । ଅଜିତଙ୍କ ଛାତିରେ ଗୁଳି ବାଜିଛି ।
Read More...

ବିଦ୍ୟୁତ ଆଘାତରେ ସିଆର୍‌ପିଏଫ୍‌ ଯବାନଙ୍କ ମୃତ୍ୟୁ

କନ୍ଧମାଳ : ବିଦ୍ୟୁତ ଆଘାତରେ ସିଆର୍‌ପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣକ ଯାଜପୁର ଜିଲ୍ଲା ବଡ଼ଚଣା ଅନ୍ତର୍ଗତ ବଡବାଲିକୁଦା ଗାଁର ତୁଷାରକାନ୍ତ ଦାସ ବୋଲି ଜଣାପଡିଛି । ତେବେ ବିଦ୍ୟୁତ ଆଘାତରେ କନ୍ଧମାଳରେ ତୁଷାରକାନ୍ତ ଦାସଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଆଜି
Read More...

କନ୍ଧମାଳ : ରାଜ୍ୟସ୍ତରୀୟ ଡଙ୍ଗର ମହୋତ୍ସବ-୨୦୨୩ ଉଦ୍‌ଘାଟିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପଡ଼ିଆ ଠାରେ ରାଜ୍ୟସ୍ତରୀୟ ଡଙ୍ଗର ମହୋତ୍ସବ-୨୦୨୩ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ସଙ୍ଗୀତ ନାଟକ ଏକାଡ଼େମୀ ଓ
Read More...

ଟଙ୍କା ଠକେଇ ଏବଂ ଅର୍ଥ ହେର୍‌ଫେର୍‌ ମାମଲାରେ ଏସ୍‌ବିଆଇର ଡେପୁଟି ମ୍ୟାନେଜର୍‌ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ
Read More...