କନ୍ଧମାଳ ଜିଲ୍ଲାକୁ ରେଳ ଲାଇନ କଟିବା ପ୍ରସଙ୍ଗ : ନଭେମ୍ବର ୧୦ରେ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରେଳ ମାନଚିତ୍ରରୁ ଫୁଲବାଣୀ ବାଦ୍ ପଡ଼ିବା ପ୍ରତିବାଦରେ ଆସନ୍ତା ନଭେମ୍ବର ୧୦ରେ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ କରାଯିବ । ସକାଳ ୬ ଘଟିକା ଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ କନ୍ଧମାଳ ଜିଲ୍ଲାରେ ସମ୍ପୂର୍ଣ୍ଣ ବନ୍ଦ ଡାକରା ଦିଆଯାଇଛି ।!-->…
Read More...
Read More...