ଅନାସ୍ଥା ଭୋଟ୍ରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୪ ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ।!-->…
Read More...
Read More...