Browsing Tag

kandhamal news

ଦୁର୍ଗମ ଅଞ୍ଚଳରେ ପାରମ୍ପରିକ ଲୋକ ନୃତ୍ୟ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବିଭିନ୍ନ ବ୍ଲକର ଦୁର୍ଗମ ଅଞ୍ଚଳ ମାନଙ୍କରେ ପାରମ୍ପରିକ ଲୋକ ନୃତ୍ୟ ମାଧ୍ୟମରେ ସ୍ୱାସ୍ଥ୍ୟ ଉପରେ ସେଚତନତା ଆରମ୍ଭ ହୋଇଥିବା ପରିପ୍ରେକ୍ଷୀରେ ଜିଲ୍ଲାର ଦ୍ୱିତୀୟ ବୃହତ୍ତମ ବ୍ଲକ ତଥା ସର୍ବାଧିକ ଗ୍ରାମକୁ ରାସ୍ତା ନଥିବା
Read More...

କନ୍ଧମାଳ ଜିଲ୍ଲାପାଳଙ୍କ ତୁରନ୍ତ କାର୍ଯ୍ୟାନୁଷ୍ଠାନ : କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ଶିକ୍ଷକ ନିଲମ୍ବିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଗୋଛାପଡ଼ା ପଂଚାୟତ ଅନ୍ତର୍ଗତ ପିପଲମାଲ ବିଦ୍ୟାଳୟରେ ଗତ ୧୨ ତାରିଖରେ ଦେଖାଯାଇଥିବା ଅଭାବନୀୟ ଘଟଣା ପ୍ରକାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଛି ବିହିତ କାର୍ଯ୍ୟାନୁଷ୍ଠାନ । ସୂଚନା ଅନୁସାରେ କାର୍ଯ୍ୟରେ ଅବହେଳା ପାଇଁ
Read More...

ମେଧାବୀ ମେଡିକାଲ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର, ପ୍ରଥମ ବର୍ଷ ପାଇଁ ‌ଟଙ୍କା ମଂଜୁର କଲେ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର । ତାଙ୍କର ବାପା ଅତି ଗରିବ ହୋଇଥିବା ବେଳେ ସେ ହଷ୍ଟେଲ୍‍ ଏବଂ ଅନ୍ୟାନ୍ୟ ପାଠପଢା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ । ଇଫୁ ଧାନ
Read More...

କନ୍ଧମାଳ-ବୌଦ୍ଧ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ୨ ମହିଳା ମାଓବାଦୀ ନିହତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଏସ୍‌ଓଜି-ଡିଭିଏଫ୍‌ ଯବାନଙ୍କ କମ୍ବିଂ ଅପରେସନ ବେଳେ ଏନ୍‌କାଉଣ୍ଟରରେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୁରକ୍ଷାକର୍ମୀମାନେ
Read More...

କନ୍ଧମାଳରେ ରାସ୍ତା ନଥିବାରୁ କାନ୍ଧରେ ବୁହାଗଲା ମୃତଦେହ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାସ୍ତା ନଥିବାରୁ କାନ୍ଧରେ ବୁହାଗଲା ମୃତଦେହ ଏପରି ଏକ ଅଘଟଣ ଘଟିଛି କନ୍ଧମାଳ ଜିଲ୍ଲାରେ । ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ
Read More...

କନ୍ଧମାଳରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜାନୁଆରୀ ୦୧ ତାରିଖକୁ ଯୋଗ୍ୟତା ତାରିଖ ଭାବେ ଗ୍ରହଣ କରି ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ ହୋଇଛି । ଏହି କ୍ରମରେ, କନ୍ଧମାଳ ଜିଲ୍ଲାପାଳଙ୍କ
Read More...

ଏସ୍‌ଓଜି ଓ ଡ଼ିଭିଏଫ୍‌ର ମିଳିତ କୁମ୍ବିଙ୍ଗ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳିତ ମାସ ୧୧ ତାରିଖ ଦିନ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ କାଣାସାଲୁ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ମହିଳା କ୍ୟାଡର ମାଓବାଦୀଙ୍କ ମୃତଦେହକୁ ଆଜି ପୁଲିସ ପକ୍ଷରୁ ପୋତି
Read More...

ଫୁଲବାଣୀରେ ଶାରଦୀୟ କବିତା ଆସର

କନ୍ଧମାଳ, (ସୁରେନ୍ଦ୍ର ପାଣିଗ୍ରାହୀ) : ସମ୍ବାଦ ସାହିତ୍ୟ ଘର ଶାରଦୀୟ କବିତା ଆସର କାର୍ଯ୍ୟକ୍ରମ ଫୁଲବାଣୀ ଲେଖକ ସାମୁଖ୍ୟ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରବୀନ୍ଦ୍ରନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ
Read More...

ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ବନ୍ଧଗଡ଼ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ବରାଳଦେବୀଙ୍କ ମନ୍ଦିର ପାଖରେ ଥିବା ପୋଖରୀରେ ବୁଡି ଯାଇ ଜଣେ ୫୫ ବର୍ଷର ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ମୃତ ବ୍ୟକ୍ତି ଜଣକ
Read More...

ରାସ୍ତା ନିର୍ମାଣ ଓ ଗୋଚର ଜମିରୁ ଜବର ଦଖଲ ଉଚ୍ଛେଦ ଦାବୀରେ କନ୍ଧମାଳ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଭାଲୁରଗାଁ, ତଳପଡା, ମାସରଗାଣ୍ଡା, ଗୋଡ଼ଗାଁ, ଗଟେଣୀ, ଜିରିସୀ, ତାରଗାବାଲି, ନାଡ଼ଗାଁ, କିରପଲା, ଘାଟିସାହି ଏବଂ ଏକଲବ୍ୟ ସ୍କୁଲକୁ ପକ୍କା ରାସ୍ତା ନଥିବାରୁ ଉକ୍ତ ରାସ୍ତାକୁ ପ୍ରଧାନମନ୍ତ୍ରୀ
Read More...